Posted inଫୁରସତ

୫ ବର୍ଷ ହେବ କୋମାରେ ଥିଲେ ଝିଅ, ମା’ଙ୍କଠାରୁ ଗୋଟିଏ ଜୋକ୍‌ ଶୁଣି ସବୁକିଛି ବଦଳିଗଲା

ମଣିଷ ଯେତେବେଳେ କୋମାକୁ ଯାଏ, ସେମାନଙ୍କ ପ୍ରିୟଜନମାନେ ସେତେବେଳେ ବଞ୍ଚିବା ଆଶା ଛାଡିଦେଇଥାନ୍ତି। ବଞ୍ଚିବାର କୌଣସି ଭରସା ନ ଥିଲେ ମଧ୍ୟ ପରିବାର ତାଙ୍କୁ ଭେଟିବାକୁ ଡାକ୍ତରଖାନା ଯାଆନ୍ତି। ନିକଟରେ ସେମିତି ଏକ ଘଟଣା ଆମେରିକାରେ ଘଟିଛି।
ଆମେରିକା ମିଚିଗାନର ବାସିନ୍ଦା ଜେନିଫର ଫ୍ଲେୱେଲେନ ଏକ ଭୟଙ୍କର କାର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଏହା ପରେ କୋମାକୁ ପଳାଇଥିଲେ। ଜେନିଫର୍‌ କୋମାରେ ଥିବାବେଳେ ତାଙ୍କ ମା’ ପ୍ରତିଦିନ ଡାକ୍ତରଖାନାରେ ତାଙ୍କୁ ଭେଟୁଥିଲେ। ଦିନେ ଜେନିଫରଙ୍କ ମା’ ଝିଅକୁ ଏକ ଜୋକ୍‌ କହୁଥିଲେ। ତା’ପରେ ହଠାତ୍‌ ଜେନିଫର୍‌ ହସିବାକୁ ଲାଗିଲେ। ମା’ଙ୍କ ଜୋକ୍‌ ତାଙ୍କ ଉପରେ ପ୍ରଭାବ ପକାଇଲା। ଜେନିଫର ଏହିପରି ସୁସ୍ଥ ହୋଇଥିବାର ଦେଖି ତାଙ୍କ ମା’ ମ୍ୟାଗି ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ୪ ବର୍ଷ ୧୧ ମାସ ପରେ ତାଙ୍କ ଝିଅ କୋମାରୁ ବାହାରି ଆସିଥିଲେ।
ଏହି ବିଷୟରେ ସୂଚନା ପାଇବା ପରେ ଡାକ୍ତର ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଜେନିଫରଙ୍କ ଚିକିତ୍ସା କରୁଥିବା ଡକ୍ଟର ରାଲ୍ଫ ୱାଙ୍ଗ କହିଛନ୍ତି, ଏହା ଏକ ଚମତ୍କାର ଛଡା ଆଉ କିଛି ନୁହେଁ। କାରଣ ଏହା କେବଳ ୧-୨% ରୋଗୀଙ୍କ ସହିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri