ଏହି ନାମଧାରୀ ପୁଅଙ୍କ ପ୍ରତି ଆକୃଷ୍ଟ ହୋଇଥାନ୍ତି ଝିଅମାନେ: ପ୍ରଥମେ କରିଥାନ୍ତି ପ୍ରେମ ନିବେଦନ

ପ୍ରତ୍ୟେକ ବ୍ୟକ୍ତିଙ୍କର କିଛି ନା କିଛି ବିଶେଷ ଗୁଣ ରହିଥାଏ। ଏହି ଗୁଣକୁ ଦେଖି ଅନ୍ୟମାନେ ତାଙ୍କପ୍ରତି ଆକୃଷ୍ଟ ହୋଇଥାନ୍ତି। ତେବେ ପୁଅମାନଙ୍କ କଥା କହିଲେ, ସେମାନେ ନିଜର ବ୍ୟକ୍ତିତ୍ୱ ମାଧ୍ୟମରେ ଝିଅମାନଙ୍କୁ ନିଜ ପ୍ରତି ଆକୃଷ୍ଟ କରିଥାନ୍ତି। କିଛି ଝିଅ ପୁଅମାନଙ୍କୁ ଦେଖୁ ଦେଖୁ ସେମାନଙ୍କୁ ଭଲପାଇ ବସିଥାନ୍ତି। ଏହାର କାରଣ ସେମାନଙ୍କ ନାମ ମଧ୍ୟ ହୋଇପାରେ। ପୁଅମାନଙ୍କ ନାମର ପ୍ରଥମ ଅକ୍ଷର ଏପରି ଥିଲେ ଝିଅମାନେ ବିଶେଷକରି ସେମାନଙ୍କ ପ୍ରତି ଆକୃଷ୍ଟ ହୋଇଥାନ୍ତି। ଜାଣନ୍ତୁ ସେ ବିଷୟରେ …
‘ଏ’ : ନାମର ପ୍ରଥମ ଅକ୍ଷର ‘ଏ’ ଥିବା ପୁଅମାନଙ୍କ ସ୍ବଭାବ ଏବଂ ସେମାନଙ୍କ କଥା କହିବା ଶୈଳୀ ଝିଅମାନଙ୍କୁ ବିଶେଷଭାବେ ଆକର୍ଷିତ କରିଥାଏ। ଏମାନଙ୍କ ଉପରେ ଝିଅମାନେ ଶୀଘ୍ର ବିଶ୍ୱାସ କରିଥାନ୍ତି। ଏହି ନାମଧାରୀ ପୁଅମାନେ ନିଜ ସାଥୀଙ୍କ ବିଶ୍ୱାସକୁ ଭାଙ୍ଗନ୍ତି ନାହିଁ।
ପି: ଝିଅମାନଙ୍କର ପ୍ରଥମ ପସନ୍ଦ ହେଉଛନ୍ତି ପି ନାମଧାରୀ ପୁଅମାନେ। ଏମାନେ ସ୍ବଭାବରେ ବହୁତ ଶାନ୍ତଶିଷ୍ଟ। ଏହି ପୁଅମାନେ ନିଜ ସାଥୀଙ୍କୁ ଖୁସି ରଖିବା ପାଇଁ ଯଥାସମ୍ଭବ ଚେଷ୍ଟା କରିଥାନ୍ତି।
ଏମ୍‌: ଏହି ଅକ୍ଷରର ପୁଅମାନେ ବହୁତ ରୋମାଣ୍ଟିକ୍‌। ହେଲେ ସେମାନେ ବେଶି କଥା ହେବାକୁ ପସନ୍ଦ କରି ନ ଥାନ୍ତି। ଏପରି ସ୍ବଭାବ ଥିବା ପୁଅମାନଙ୍କୁ ଝିଅମାନେ ବେଶି ପସନ୍ଦ କରିଥାନ୍ତି।
କେ: କେ ନାମଧାରୀ ପୁଅମାନେ ଦେଖିବାକୁ ବହୁତ ସୁନ୍ଦର। ଏଥିସହ ସେମାନେ ନିଜ ଜୀବନ ସାଥୀଙ୍କୁ ବହୁତ ଭଲ ପାଇଥାନ୍ତି। ଏହି କାରଣରୁ ଝିଅମାନେ ଏହି ପୁଅମାନଙ୍କୁ ଭଲପାଇ ବସିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri