Posted inଫୁରସତ

ତରଳୁଛି ଗ୍ଲେସିଅର, ଯେଉଁଠି ଶୁଟିଂ ହୋଇଥିଲା ଓସ୍କାର ବିଜେତା ଫିଲ୍ମ

ନ୍ୟୁଜିଲାଣ୍ଡ୍‌ର ଗ୍ଲେସିଅର ଅଧାରୁ ଅଧିକ ତରଳି ସାରିଲାଣି। ଯେଉଁଠି ଓସ୍କାର ବିଜେତା ହଲିଉଡ୍‌ ଫିଲ୍ମ ‘ଲଡ୍‌ ଅଫ୍‌ ଦ ରିଙ୍ଗ୍‌ସ’ ଏବଂ ‘ହବିଟ୍‌’ ଶୁଟିଂ ହୋଇଥିଲା। ଏହି ଗ୍ଲେସିଅର ନ୍ୟୁଜିଲାଣ୍ଡ୍‌ର ଦକ୍ଷିଣ ଗୋଲାର୍ଦ୍ଧରେ ଅବସ୍ଥିତ। ବିଶ୍ୱ ତାପମାତ୍ରା ଏବଂ ଜଳବାୟୁ ପରିବର୍ତ୍ତନ ଯୋଗୁ ଏହା ଘଟିଛି। ପ୍ରାୟ ୭୮ ବର୍ଗ କିଲୋମିଟର ପର୍ଯ୍ୟନ୍ତ ଏହି ବରଫ ତରଳି ଯାଇଛି।


ଲିଡ୍‌ସ ବିଶ୍ୱବିଦ୍ୟାଳୟର ଏକ ଟିମ୍‌ କରିଥିବା ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଗତ ୪୦୦ ବର୍ଷ ମଧ୍ୟରେ ଏଠାରୁ ୬୨ ପ୍ରତିଶତରୁ ଅଧିକ ବରଫ ତରଳି ସାରିଲାଣି। ଏହି ଟିମ୍‌ର ଗବେଷକ ଡ. ଜୋନାଥନ କାରିଭିକ୍‌ କୁହନ୍ତି, ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଘଟଣା। ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା ଏହା ନିକଟରେ ଆଣ୍ଟାର୍କଟିକା ରହିଛି। ଏଠାରୁ ଗତ ୪୦୦ ବର୍ଷ ମଧ୍ୟରେ ୧୧ ପ୍ରତିଶତ ବରଫ ତରଳିଯାଇଛି। କେବଳ ବିଶ୍ୱ ତାପମାତ୍ରା ଏବଂ ଜଳବାୟୁ ପରିବର୍ତ୍ତନ ଯୋଗୁ ହିଁ ଏହା ଘଟୁଛି। ଏହା ସବୁଠୁ ଉଚ୍ଚ ପର୍ବତ। ଏହା ସମୁଦ୍ର ପତ୍ତନଠାରୁ ୧୨,୨୧୮ ଫୁଟ ଉଚ୍ଚରେ ରହିଛି। କିନ୍ତୁ ଏତେ ଉଚ୍ଚତା ବିଶିଷ୍ଟ ହୋଇ ମଧ୍ୟ ବରଫ ତରଳିବାରେ ଲାଗିଲା। ଏଠାରୁ ବହୁତ ବରଫ ତରଳି ସାରିଲାଣି।


ଜୋନାଥନ୍‌ କାରିଭିକ୍‌ କହିଛନ୍ତି, ଆମେ ୩ ଥର ଏହା ଉପରେ ଅଧ୍ୟୟନ କରିସାରିଛୁ। ପ୍ରଥମ ୧୬୦୦ରୁ ୧୯୭୮, ୧୯୭୮ରୁ ୨୦୦୯ ଏବଂ ୨୦୦୯ରୁ ୨୦୧୯ ପର୍ଯ୍ୟନ୍ତ। ଯେତେବେଳେ ବୈଜ୍ଞାନିକମାନେ ସେମାନଙ୍କର ତଥ୍ୟ ଦେଲେ ଦେଖାଗଲା ବରଫ ତରଳିବା ଦୁଇଗୁଣ ବଢ଼ିଯାଇଛି। ଗତ ୪୦ ବର୍ଷ ମଧ୍ୟରେ ଏହା ଦ୍ରୁତ ଗତିରେ ତରଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri