ପୂଜା ମଣ୍ଡପରେ ବିଜେ ହେଲେ ଦେବୀ

ହିଞ୍ଜିଳିକାଟୁ,୨ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସମେତ ବ୍ଲକର ସମରଝୋଳ ପୂଜା ମଣ୍ଡପରେ ରବିବାରଠାରୁ ମା’ ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଛି। ହିଞ୍ଜିଳିକାଟୁ ବଜାର ବଣିକ ସଂଘ ପୂଜା କମିଟି, ବଇଁଚବଣିଆ ପୂଜା କମିଟି ଓ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଚଳିତ ବର୍ଷ ହିଞ୍ଜିଳିକାଟୁସ୍ଥିତ ପୂଜା ମଣ୍ଡପରେ ଦେବୀଙ୍କ ପୂଜା ଆୟୋଜନ ହୋଇଛି। ସେହିପରି ବ୍ଲକର ସମରଝୋଳ ବଜାର ପୂଜା କମିଟି ପକ୍ଷରୁ ଦେବୀଙ୍କୁ ମଣ୍ଡପରେ ପୂଜା ଆୟୋଜନ କରାଯାଇଛି। ରବିବାର ପୀଠରେ ଅଷ୍ଟମୀ ସନ୍ଧି ପୂଜା ହିଞ୍ଜିଳି ମା’ କନକ ଦୁର୍ଗା, ଖରିଡ଼ା କୁରେଇଶୁଣୀ ଓ ନୂଆ ବୁରୁପୋଡ଼ା ଶ୍ୟାମଳାଇ ମନ୍ଦିରରେ ଆୟୋଜିତ ହୋଇଛି। ଦେବୀଙ୍କ ଧରାବତରଣ ଓ ଶାରଦୀୟ ପୂଜା ପାଇଁ ଉତ୍ସାହ ସୃଷ୍ଟି ହେବା ସହ ବଜାର ଭିଡ଼ ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri