ଜନ୍ମମାଟିରେ ପହଞ୍ଚିଲେ ସୁନାପୁଅ

ଅତାବିରା,୨୧।୯(ଡି.ଏନ.ଏ.)- ଟୋକିଓ ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ମଙ୍ଗଳବାର ନିଜ ମାଟି ବରଗଡ ଜିଲା ଅତାବିରାରେ ପହଞ୍ଚିଛନ୍ତି। ତାଙ୍କୁ ଗୋଡ଼ଭଗା କ୍ୟାମ୍ପରୁ ସ୍ବାଗତ କରାଯାଇଥିଲା। ଏକ ଭବ୍ୟ ଶୋଭାଯାତ୍ରାରେ ଅତାବିରା ଅଣାଯାଇ ସୁନାପୁଅ ପ୍ରମୋଦଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଉଛି। ତେବେ ଜନ୍ମମାଟିରେ ପହଞ୍ଚିବା ପରେ ପ୍ରମୋଦ ବହୁତ ଖୁସି ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ସେଖ ରୟ ଏବଂ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri