Posted inଖେଳ

ଖୁସି ଖବର, ଷ୍ଟାଡିୟମରେ ବସି ଭାରତ-ଇଂଲଣ୍ଡ ମ୍ୟାଚ୍‌ ଉପଭୋଗ କରିପାରିବେ ଦର୍ଶକ!

ଚେନ୍ନାଇ,୨୨।୧: ଭାରତ ଏବଂ ଇଂଲଣ୍ଡ ବିପକ୍ଷ ଚାରି ଟେଷ୍ଟ ସିରିଜରେ ଦର୍ଶକଙ୍କୁ ପଡ଼ିଆରେ ଦେଖିବାକୁ ମିଳେ। ଚେନ୍ନାଇର ଚେପାକ ଷ୍ଟାଡିୟମ ଏବଂ ଅହମ୍ମଦାବାଦର ମୋଟେରା ଷ୍ଟାଡିୟମକୁ ୫୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ଦେବା ପାଇଁ ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଷ୍ଟୋ ଚଳାଇଛି। ଭାରତ ଏବଂ ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚ ଚେନ୍ନାଇରେ ଖେଳାଯିବ ଏବଂ ତୃତୀୟ ଏବଂ ଚତୁର୍ଥ ଟେଷ୍ଟ ମ୍ୟାଚ ଅହମ୍ମଦାବାଦରେ ଖେଳାଯିବ। ବିସିସିଆଇ କ୍ରିକେଟ ଅଷ୍ଟ୍ରେଲିଆ ସହିତ ପରାମର୍ଶ କରିଛି। ବର୍ଡର-ଗାଭାସ୍କର ଟ୍ରଫିରେ ଷ୍ଟାଡିୟମରେ ପ୍ରବେଶ କରିବାକୁ କେଉଁ ଭଳି ଅନୁମତି ଦିଆଯାଇଥିଲା ସେହି ଭଳି ଭାବରେ ଆଗାମୀ ସିରିଜ୍‌ରେ ପାଳନ କରାଯିବ। ଏଥିପାଇଁ ବିସିସିଆଇ ତାମିଲନାଡୁ କ୍ରିକେଟ ଆସୋସିଏସନ ଏବଂ ଗୁଜରାଟ କ୍ରିକେଟ ଆସୋସିଏସନ ତଥା ରାଜ୍ୟ ସ୍ବାସ୍ଥ୍ୟ ଅଧିକାରୀଙ୍କ ସହ ଆଲୋଚନା କରୁଛି।ସ୍‌ ବିସିସିଆଇ ସୂତ୍ରରୁ ପ୍ରକାଶ ଯେ ଯଦି ଦର୍ଶକଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଆସିବାକୁ ଅନୁମତି ଦିଆଯାଏ, ତେବେ ଦର୍ଶକ ମଧ୍ୟ ଆଇପିଏଲରେ ଆସିବାର ସୁଯୋଗ ପାଇବେ। ଆସନ୍ତୁ ଜାଣିବା ଯେ ବିସିସିଆଇ ଭାରତରେ ଆଇପିଏଲ ୨୦୨୧ ଆୟୋଜନ କରିବାକୁ ଯୋଜନା କରୁଛି। ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ ଏକ ଲକ୍ଷରୁ ଅଧିକ ଦର୍ଶକଙ୍କ ବସିବାର କ୍ଷମତା ରହିଛି। ଏଠାରେ ସାମାଜିକ ଦୂରତାର କୌଣସି ସମସ୍ୟା ହେବ ନାହିଁ । ଇଂଲଣ୍ଡ ଦଳ ଏବେ ଶ୍ରୀଲଙ୍କାରେ ଦୁଇଟି ଟେଷ୍ଟ ସିରିଜ ଖେଲୁଛି। ଇଂଲଣ୍ଡ ଦଳ ଏକ ଚାର୍ଟାର୍ଡ ବିମାନରେ ଭାରତ ଯାତ୍ରା କରିବ ଏବଂ ଟେଷ୍ଟ ସିରିଜ ସମୟରେ ବାୟୋ-ବବୁଲରେ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri