ବିରୁଷ୍କା ଶେୟାର କରିଥିବା ଗୁଡ୍‌ ନ୍ୟୁଜ ଫଟୋକୁ ମିଳିଛି ଚଳିତ ବର୍ଷର ସବୁଠୁ ଅଧିକ ଲାଇକ୍‌

ଲଣ୍ଡନ,୮।୧୨- କ୍ରିକେଟ ଓ ବଲିଉଡ ଜଗତର ସବୁଠୁ ଲୋକପ୍ରିୟ ଦମ୍ପତି ବିରାଟ କୋହଲି ଓ ଅନୁଷ୍କା ଶର୍ମାଙ୍କ ଫ୍ୟାନଙ୍କ ସଂଖ୍ୟା ବଢ଼ିଚାଲିଛି। ଚଳିତ ବର୍ଷ ଅଗଷ୍ଟରେ ବିରୁଷ୍କା ସୋସିଆଲ ମିଡିଆରେ ଫ୍ୟାନଙ୍କ ସହ ବାପା-ମା ହେବାକୁ ଯାଉଥିବା ଖୁସି ଖବର ବାଣ୍ଟିଥିଲେ। ଏ ନେଇ ଭାରତୀୟ ଅଧିନାୟକ କୋହଲି ଫଟୋ ଟୁଇଟ କରିଥିଲେ। ଏହି ଫଟୋକୁ ଚଳିତ ବର୍ଷ ସବୁଠୁ ଅଧିକ ଲାଇକ୍‌ ମିଳିଥିବା ଘୋଷଣା କରିଛି ଟୁଇଟର ଇଣ୍ଡିଆ।

ଦୁହିଁଙ୍କ ଫ୍ୟାନ ଲାଇକ୍‌ ଓ କମେଣ୍ଟ ମାଧ୍ୟମରେ ଉକ୍ତ ଫଟୋକୁ ଖୁବ୍‌ ଭଲ ପାଇବା ଦେଇଥିଲେ। ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହୋଇଥିଲା ବିରୁଷ୍କାଙ୍କ ଏହି ଫଟୋ । ଟୁଇଟର ଇଣ୍ଡିଆ କୋହଲିଙ୍କ ଟୁଇଟକୁ ରିଟୁଇଟ୍‌ କରି କ୍ୟାପଶନରେ ଲେଖିଛନ୍ତି, ୨୦୨୦ର ସର୍ବାଧିକ ପସନ୍ଦ କରାଯାଇଥିବା ଟୁଇଟ୍‌। ତେବେ ବିରୁଷ୍କାଙ୍କ ଉକ୍ତ ଫଟୋକୁ ୬.୪ ଲକ୍ଷ ଲାଇକ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri