Posted inରାଜ୍ୟ

ଦଳୀୟ ଅଫିସ୍‌ ପାଇଁ ଜମି ହିସାବ ଦେଲେ ସରକାର

ଭୁବନେଶ୍ୱର,୫ା୯(ବ୍ୟୁରେ): ରାଜଧାନୀରେ ଦଳୀୟ କାର୍ଯ୍ୟାଳୟ ସ୍ଥାପନ ପାଇଁ ୧୯୬୪ରେ ଉତ୍କଳ ପ୍ରଦେଶ କଂଗ୍ରେସ କମିଟି ଏକର ପିଛା ୧୦ ହଜାର ଟଙ୍କା ହିସାବରେ ୫ ହଜାର ଟଙ୍କା ମୂଲ୍ୟରେ ୫୦୦ ଡିସିମିଲ, ୧୯୯୨ରେ ସିପିଏଆଇଏମ୍‌ ଏକର ପିଛା ୧ ଲକ୍ଷ ଟଙ୍କା ହିସାବରେ ୧୭ ହଜାର ୭୯୧ ଟଙ୍କା ୪୫ ପଇସା ମୂଲ୍ୟରେ ୧୭୮ ଡିସିମିଲ ଏବଂ ୧୯୯୮ରେ ସିପିଆଇ ଏକର ପିଛା ୬ ହଜାର ୬୦୦ ଟଙ୍କା ହିସାବରେ ୮୬୧ ଟଙ୍କା ୩୪ ପଇସା ମୁଲ୍ୟରେ ୧୨୯ ଡିସିମିଲି ଜମି ଲିଜ ସୂତ୍ରରେ ସରକାରୀ ଜମି ନେଇଛନ୍ତି। ଏହି ବର୍ଷ ବିଜେଡି ପ୍ରଚଳିତ ବେଞ୍ଚମାର୍କ ଭାଲୁଏଶନ ମୁତାବକ ଧାର୍ଯ୍ୟ ଏକର ପିଛା ୧୦ କୋଟି ୪୭ ଲକ୍ଷ ଟଙ୍କା ହିସାବରେ ୧୨କୋଟି ୩୮ ଲକ୍ଷ ୬୦ ହଜାର ୧୦୦ ଟଙ୍କା ମୂଲ୍ୟରେ ୧ ଏକର ୧୮୩ ଡିସିମିଲ ଏବଂ ଭାଜପା ଏକର ପିଛା ବେଞ୍ଚମାର୍କ ଭ୍ୟାଲୁଏଶନର ୧୬ କୋଟି ୬୦ ଲକ୍ଷ ଟଙ୍କା ହିସାବରେ ୯୦୯ ଡିସିମିଲ ଜମି ପାଇଁ ୧୫ କୋଟି ୮ଲକ୍ଷ ୯୪ ହଜାର ଟଙ୍କା ଏବଂ ଏକର ପିଛା ବେଞ୍ଚମାର୍କ ଭାଲୁଏଶନ ୨୯ କୋଟି ଟଙ୍କା ହିସାବରେ ୩୭୦ ଡିସିମିଲ ଜମି ପାଇଁ ୧୦ କୋଟି ୭୩ ଲକ୍ଷ ଟଙ୍କା ଏହି ଭଳି ମୋଟ ୨୫ କୋଟି ୮୧ ଲକ୍ଷ ୯୪ ହଜାର ଟଙ୍କା ଜମା କରି ୧ ଏକର ୨୭୯ ଡିସିମିଲ ସରକାରୀ ଜମି ଲିଜ ସୂତ୍ରରେ ନେଇଥିବା ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri