ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ୧୫ ଦିନର ସାମୟିକ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୧୦ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ସମସ୍ତ ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି।

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ ବିଷୟରେ ପ୍ରସ୍ତାବ ଆସିଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ଏହି ପ୍ରସ୍ତାବ ବିଷୟରେ ନିଷ୍ପତ୍ତି ନେଇଛନ୍ତି।

ଏହା ଦ୍ୱାରା ରାଜ୍ୟର ୨୫୬୦ ଉଚ୍ଚ ବିଦ୍ୟାଳୟ, ୯୪୦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୩୯ ସଂସ୍କୃତ ଟୋଲ୍‌ ଏବଂ ୧୩୮ ମଦ୍ରାସାରେ କାର୍ଯ୍ୟରତ ପ୍ରାୟ ୩୩,୪୨୦ କର୍ମଚାରୀ (ଶିକ୍ଷକ ଓ ଅଣଶିକ୍ଷକ) ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri