କଲଭର୍ଟ ଭୁଶୁଡ଼ି ୫ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ସରକାର

ଭୁବନେଶ୍ୱର,୩୧ା୭(ଅସମାପିକା ସାହୁ): ସୋମବାର ସକାଳେ ରାୟଗଡ଼ା ଜିଲା କଲ୍ୟାଣସିଂପୁରରେ ଏକ ନିର୍ମାଣାଧୀନ କଲଭର୍ଟ ଭାଙ୍ଗି ଯିବାରୁ ୪ ଜଣ ଶିଶୁଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

ଏହି ଦୁର୍ଘଟଣା ପାଇଁ ଦାୟୀ କର୍ମଚାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?