Advertisement

ବାତ୍ୟା ମୁକାବିଲା ନେଇ ଜରୁରୀ ବୈଠକ ଡାକିଲେ ସରକାର

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲାକୁ ନେଇ ଜରୁରୀ ବୈଠକ ଡାକିଲେ ରାଜ୍ୟ ସରକାର। ମଙ୍ଗଳବାର ଅପରାହ୍ନ ୪ଟାରେ ଏସ୍‌ଆରସିଙ୍କ ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ସମ୍ଭାବ୍ୟ ବାତ୍ୟା କିଭଳି ମୁକାବିଲା କରାଯିବ ସେନେଇ ବୈଠକରେ ଆଲୋଚନା କରାଯିବ। ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ କୋଭିଡ୍‌ ଯୋଦ୍ଧାଙ୍କ ପରିବାରକୁ ସହାୟତା ପ୍ରସଙ୍ଗ: କେନ୍ଦ୍ର ନ ଦେଲେ ରାଜ୍ୟ ଦେବ ୫୦ଲକ୍ଷ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଶହୀଦ ହୋଇଥିବା କୋଭିଡ୍‌ ଯୋଦ୍ଧାଙ୍କ ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିବା ଆର୍ଥିକ ସହାୟତା ନ ଦେଲେ ନିଜେ ପ୍ରଦାନ କରିବେ ରାଜ୍ୟ ସରକାର।...

ବାଲ୍ୟ ବିବାହ

ବାଲ୍ୟ ବିବାହ ଏକ ଦଣ୍ଡନୀୟ ଅପରାଧ। ଏଥିପାଇଁ ଜନ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଚାଲିଛି। ସରକାରୀ ନୀତି ନିୟମ ମଧ୍ୟ ପ୍ରଣୟନ ହେଉଛି।...

ଦେହରେ ପିପିଇ କିଟ୍‌, ହାତ ପାଦ ଖୋଲା

କଟକ ଅଫିସ,୨୩ା୭: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ସଂକ୍ରମଣକୁ ରୋକିବା ଓ ଆକ୍ରାନ୍ତଙ୍କ ଚିହ୍ନଟ ପାଇଁ ବର୍ତ୍ତମାନ ସହରର ପୁରୁଣା ରାଉସପାଟଣା, ପ୍ରତାପନଗରୀ,...

ରାଉରକେଲା କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ୮।୯(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ...

ପୁରୀକୁ ବସ୍‌, ଯାତ୍ରୀବାହୀ ଟ୍ରେନ୍‌ ସେବା ବାତିଲ

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀରେ ମଙ୍ଗଳବାର ଶ୍ରୀଜୀଉଙ୍କ ରଥଯାତ୍ରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସୋମବାର ରାତି ୯ଟାରୁ ୨୪ ତାରିଖ ମଧ୍ୟାହ୍ନ ୨ଟା ଯାଏ ପୁରୀ ସହରକୁ ଶଟ୍‌ଡାଉନ...

ରାସ୍ତାରେ କାର୍ଯ୍ୟାଳୟ ଚଳାଇଲେ ଅପରାଜିତା

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ)ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ନିଜ ଜନ୍ମଦିନ ପାଳନ ସମୟରେ ଗହଳି କରି କୋଭିଡ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କ କାର୍ଯ୍ୟାଳୟକୁ ବିଏମ୍‌ସି ପକ୍ଷରୁ...

ଇକୋ ଟୁରିଜମ ଅଞ୍ଚଳ ପାଇଁ ଜାରି ହେଲା ଗାଇଡ୍‌ ଲାଇନ

ଭୁବନେଶ୍ୱର,୧୫।୩ (ବ୍ୟୁରୋ): କରୋନା ଭୂତାଣୁ ଜନିତ ରୋଗକୁ ନେଇ ଜଙ୍ଗଲ ଓ ପରିବେଶ ବିଭାଗ ଉକୋ ଟୁରିଜମ ପାଇଁ ଶୁକ୍ରବାର ଏକ ଗାଇଡ ଲାଇନ ଜାରି...

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ୱର,୧୭।୪ (ବ୍ୟୁରୋ): ସେଲ୍ଫ ଫାଇନାନ୍ସିଂ କୋର୍ସର ସିଟ୍‌ ସଂଖ୍ୟା ହ୍ରାସ ଓ ଜାଲ ଦିବ୍ୟାଙ୍ଗ ସାର୍ଟିଫିକେଟରେ ନାମଲେଖାକୁ ବିରୋଧ ସହ ବିଭିନ୍ନ ଦାବି ନେଇ ପ୍ରଦେଶ...

Advertisement
Archives

Model This Week