ରବିବାର ଛୁଟି ବାତିଲ କଲେ ସରକାର

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ସାପ୍ତାହିକ ରବିବାର ଛୁଟି ବାତିଲ କରିଛନ୍ତି। ସମସ୍ତ ଅଧିକାରୀ ହେର୍ଡ କ୍ୱାର୍ଟର ନ ଛାଡ଼ିବାକୁ ପରାମର୍ଶ ଦେଇଛନ୍ତି ସରକାର।

ଏଥିସହିତ ଯେଉଁମାନେ ଛୁଟିରେ ଅଛନ୍ତି,ସେମାନେ ଛୁଟି ବାତିଲ କରି ଫେରି ଆସିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିଶନର।


Enter your email to get our daily news in your inbox.

All Right Reserved By Dharitri.Com

‘ନିଶା କାରବାର ଜଗ, ସୀମାନ୍ତରେ ନଜର ରଖ’

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସମୟରେ ବେଆଇନ ନିଶା କାରବାର ରୋକିବା ପାଇଁ ରାଜ୍ୟର ସୀମାନ୍ତ ଅଞ୍ଚଳରେ ନଜର ରଖିବାକୁ ରାଜ୍ୟ ଅବକାରୀ କମିଶନର ଆଶିଷ...

କଂଗ୍ରେସର ସମସ୍ତେ ଗାନ୍ଧୀ ପରିବାର ସହ ଅଛନ୍ତି: ଶରତ

ଭୁବନେଶ୍ବର, ୨୭ା୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରରୋଚିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ନାଶନାଲ ହେରାଲ୍ଡ ମାମଲାରେ ବାରମ୍ବାର ଜେରା କରିବାକୁ ଡାକି...

ଭୁବନେଶ୍ୱରରୁ ଆଜି ପୁଣି ୩୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮ ଜଣ ରହିଥିବା ବେଳେ ଲୋକାଲ କେସ୍‌୨୩...

ବିଭିନ୍ନ ପ୍ରକଳ୍ପ କାମ ୨୦୨୨ ଜୁଲାଇ ସୁଦ୍ଧା ଶେଷ କର

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ/ପୁରୁଷୋତ୍ତମପୁର/ହିଞ୍ଜିଳିକାଟୁ(ଡି.ଏନ୍‌.ଏ)୧୧।୯: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ଗଞ୍ଜାମ ଜିଲା ଗସ୍ତ କରି ସେଠାର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା...

ବଢ଼ୁଛି ଶୀତ, ୧୫ ଡିଗ୍ରୀ ତଳେ ୭ ସହର

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ଶୀତ ବଢ଼ିଲାଣି। ଅଧିକାଂଶ ସ୍ଥାନରେ ସକାଳେ କୁହୁଡ଼ି ଦେଖିବାକୁ ମିଳୁଥିବା ବେଳେ ପାହାନ୍ତିଆ ଏବଂ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ...

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା

ଭୁବନେଶ୍ୱର,୨୨।୧(ବ୍ୟୁରୋ): କୋଭିଡ୍‌ କଟକଣା ମଧ୍ୟରେ ଭୁବନେଶ୍ୱରରେ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୧। ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ...

ଗୀତ ଗାଇବା ନଁ।ରେ ବାର୍‌ରେ ନୃତ୍ୟ ପ୍ରଦର୍ଶନ: ୧୦ ବାର୍‌ରେ ପୋଲିସ ଚଢ଼ାଉ, ୩୦ ଯୁବତୀ ଅଟକ

କଟକ ରୋଡ,୨୭ା୭(ଡି.ଏନ୍‌.ଏ.): ରାଜଧାନୀର ଅଧିକାଂଶ ବାରରେ ଯୁବତୀ ଗୀତ ଗାଇବା ପାଇଁ କେତେଜଣ ବାର ମାଲିକ ଅନୁମତି ପାଇଛନ୍ତି। କିନ୍ତୁ ଏଭଳିସ୍ଥଳେ ଗୀତ ଗାଇବା ନଁ।ରେ...

ପିଚୁ କଲେ, ଖୋଳିଦେଲେ

ଭୁବନେଶ୍ୱର,୨୩।୧(ବ୍ୟୁରୋ):ରବି ଟକିଜ୍‌ରୁ ଭାସ୍କରେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଯାଇଥିବା ରାସ୍ତା ଦୀର୍ଘଦିନ ଧରି ଅସଜଡ଼ା ହୋଇ ପଡ଼ିରହିଥିଲା। ବର୍ଷ ବର୍ଷ ଧରି ଖାଲଖମା, ଧୂଳି ଭିତରେ ଲୋକେ...

Advertisement
Archives

Model This Week