ନାଚୁରାଲ୍‌ ଗ୍ୟାସ୍‌ ଆବଣ୍ଟନ ବନ୍ଦ କଲେ ସରକାର

ନୂଆଦିଲ୍ଲୀ,୧୮।୪: ପେଟ୍ରୋଲିୟମ୍‌ ମନ୍ତ୍ରଣାଳୟ ପକ୍ଷରୁ ଘରୋଇ କ୍ଷେତ୍ରରୁ ସିଟି ଗ୍ୟାସ୍‌ ଡିଷ୍ଟ୍ରିବ୍ୟୁଟର (ସିଜିଡି) କ୍ଷେତ୍ର ପାଇଁ ପ୍ରାକୃତିକ ଗ୍ୟାସ୍‌ର ନୂତନ ଆବଣ୍ଟନ ବନ୍ଦ କରି ଦିଆଯାଇଛି। ଫଳରେ ଏହି କ୍ଷେତ୍ରରେ ୨ଲକ୍ଷ କୋଟି ଟଙ୍କାର ନିୟୋଜିତ ନିବେଶର ବ୍ୟବହାରକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ସିଏନ୍‌ଜି ଓ ପାଇପ୍‌ଡ ନ୍ୟାଚୁରାଲ୍‌ ଗ୍ୟାସ୍‌ (ପିଏନ୍‌ଜି) ଦର ରେକର୍ଡ ସ୍ତରରେ ପହଞ୍ଚିଛି। ସିଟି ଗ୍ୟାସ୍‌ ଡିଷ୍ଟ୍ରିବ୍ୟୁଶନ (ସିଜିଡି)ର ‘ନୋ କଟ୍‌’ ପ୍ରାଥମିକତାକୁ ଆଧାର କରି କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ଶତପ୍ରତିଶତ ଗ୍ୟାସ୍‌ ସପ୍ଲାଇ ନିଷ୍ପତ୍ତି ସତ୍ତ୍ୱେ ୨୦୨୧ ମାର୍ଚ୍ଚର ଚାହିଦା ସ୍ତର ଆଧାରରେ ସପ୍ଲାଇ ଜାରି ରହିଛି। ଏହାଛଡ଼ା ଛଅମାସିଆ ବିତରଣ ଆଧାରରେ ଗ୍ୟାସ୍‌ ଆବଣ୍ଟନ କରିବା ଆବଣ୍ଟନରେ ଅଭାବ ପରିଲକ୍ଷିତ ହେଉଥିବା ସହିତ ସିଏନ୍‌ଜି ଏବଂ ପିଏନ୍‌ଜି ପାଇଁ ଏପିଏମ୍‌ ଗ୍ୟାସ୍‌ ଦରରେ ୨.୯୦ ଡଲାର ପ୍ରତି ମିଲିୟନ୍‌ ବ୍ରିଟିଶ ଥର୍ମାଲ୍‌ ୟୁନିଟ୍‌ରୁ ବୃଦ୍ଧି ପାଇ ୬.୧୦ ଡଲାରରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri