ଜିରୋ ନାଇଟ୍‌ ସେଲିବ୍ରେଶନକୁ ବାରଣ କଲେ ସରକାର

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଓମିକ୍ରନକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ ହୋଇଛି। ଡିସେମ୍ବର ୨୫ ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କେବଳ ଚର୍ଚ୍ଚ ଭିତରେ ସୀମିତ ଲୋକରେ ବଡଦିନ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସର୍ବାଧିକ ୫୦ ଜଣଙ୍କୁ ନେଇ ବଡଦିନ ପାଳନ କରିବାକୁ ଅନୁମତି ଦିଆଯାଇଛି। ସେହିପରି ଜିରୋ ନାଇଟ୍‌ ସେଲିବ୍ରେଶନକୁ ସରକାର ବାରଣ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅମାଠ ଛକରେ ବଢ଼ିବାରେ ଲାଗିଛି ଅପରାଧ, ପୋଲିସ ଫାଣ୍ଡି ପାଇଁ ଦାବି

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଶେଷ ସୀମାନ୍ତ ଅଞ୍ଚଳରେ ଥିବା ଅମାଠ ଛକରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି । କାରଣ ଉକ୍ତ…

ଦୂରେଇଯାଇଛି ବାଂଲାଦେଶ

ବହିର୍ବ୍ୟାପାର ନୀତି କେବଳ ଜଣେ ବ୍ୟକ୍ତିଙ୍କ ଉପରେ ଆଧାରିତ ହୋଇଗଲେ ତାହା ଦୁର୍ବଳ ଓ ଦୂରଦୃଷ୍ଟିବିହୀନ ହୋଇଥାଏ। କ୍ଷମତାରୁ ବିତାଡ଼ିତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ…

ନବଯୌବନ ଦର୍ଶନ ଆଜି, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ,୧୪।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ଦଇତାପତି ସେବକମାନେ…

ଦୁଇ ଘଣ୍ଟା ପାଇଁ ୪ ସହରକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ, ପ୍ରବଳ ବର୍ଷା…

ଭୁବନେଶ୍ବର,୧୪।୭: ଖୋର୍ଦ୍ଧା, ଭୁବନେଶ୍ବର, କଟକ, ପୁରୀ ପାଇଁ ୟେଲୋ ୱାର୍ନିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ଦୁଇ ଘଣ୍ଟା ମଧ୍ୟରେ ଏକାଧିକ…

ଭାଜପା ପରେ ବିଜେଡିର ପାଲଟା ଅଭିଯୋଗ, ପିଲାଙ୍କୁ ରାଜନୈତିକ କାମରେ ଲଗାଉଛି ଭାଜପା

ଭୁବନେଶ୍ୱର,୧୪।୭(ସୁନିତ୍‌ ମିଶ୍ର): ରାଜନୈତିକ କାର୍ଯ୍ୟକ୍ରମରେ ଛୋଟ ପିଲାମାନଙ୍କୁ ସାମିଲ କରାଯିବା ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସୋମବାର ବିଜେଡିର ଏକ ମହିଳା ପ୍ରତିନିଧି ଦଳ…

ଏଲୋପ୍‌ମେଣ୍ଟ ମାମଲାରେ ପୋକ୍‌ସୋ ଆଇନର ଦୁରୁପଯୋଗ ହେଉଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭: ସ୍ବେଚ୍ଛାକୃତ ଭାବେ ରିଲେଶନଶିପ୍‌ରେ ରହୁଥିବା କିଶୋର କିଶୋରୀଙ୍କ ବିରୋଧରେ ପୋକ୍‌ସୋ ଆଇନର ଦୁରୁପଯୋଗ କରାଯାଉଥିବା ନେଇ ସୁପ୍ରିମକୋର୍ଟ ସୋମବାର ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରେମ ସମ୍ପର୍କରେ ଥିବା…

ଆଜି ରାଜ୍ୟ କ୍ୟାବିନେଟ୍, ୭ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧୪।୭ (ରବିନାରାୟଣ ଜେନା): ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ନାଗରିକତ୍ୱ ନ୍ୟାୟସଙ୍ଗତ ପ୍ରକ୍ରିୟାରେ ନିର୍ଦ୍ଧାରଣ ହେଉ

ନୂଆଦିଲ୍ଲୀ,୧୪ା୭: ଗୁଆହାଟୀ ହାଇକୋର୍ଟ ପୂର୍ବରୁ ଫରେନର୍ସ ଟ୍ରିବ୍ୟୁନାଲ ଦେଇଥିବା ରାୟକୁ କାଏମ୍‌ ରଖି ୨୭ ଜଣଙ୍କୁ ବିଦେଶୀ ଘୋଷଣା କରିଥିବାବେଳେ ସୁପ୍ରିମକୋର୍ଟ ସୋମବାର ଏହାକୁ ଖାରଜ କରିଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri