କରୋନାରେ ମୃତକଙ୍କ ସତ୍କାର ନେଇ ଗାଇଡଲାଇନ ଜାରି କଲେ ସରକାର

ଭୁବନେଶ୍ୱର,୨୫।୭(ବ୍ୟୁରୋ)-କୋଭିଡ-୧୯ ମୃତକଙ୍କ ଶବ ସତ୍କାରକୁ ନେଇ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ସତ୍କାର ନ ହୋଇ ଶବ ବହୁ ସମୟ ଧରି ପଡି ରହୁଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଉଛି। କରେନାରେ ପ୍ରାଣ ହରାଉଥିବା ବ୍ୟକ୍ତିଙ୍କ ଶବ ସତ୍କାରକୁ ନେଇ ଶନିବାର ରାଜ୍ୟ ସରକାର ଏକ ଗାଇଡଲାଇନ ଜାରି କରିଛନ୍ତି । ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲାପାଳ ଓ ସମସ୍ତ ମହାନଗର ନିଗମ କମିଶନରଙ୍କୁ ଗାଇଡଲାଇନ ପାଳନ କରିବା ନେଇ ଜଣାଇ ଦିଆଯାଇଛି। ନୂତନ ଗାଇଡଲାଇନରେ କରୋନା ମୃତ ବ୍ୟକ୍ତି ଆଇସୋଲେଶନ ଓ୍ବାର୍ଡରୁ ବାହାରିବା ବେଳେ ଯଦି ସମ୍ପର୍କିତ ମୃତ ଶରୀରକୁ ଦେଖିବାକୁ ଚାହିଁବେ ତେବେ ସେମାନଙ୍କୁ ଆବଶ୍ୟକ ସତର୍କତାକ ଅବଲମ୍ବନ କରି ଦେଖିବାକୁ ସୁଯୋଗ ଦିଆଯିବ। ଶବ ସଂସ୍କାର ବେଳେ ପରିବାର ସଦସ୍ୟମାନେ ମୃତ ଶରୀରକୁ ନ ଛୁଇଁ ନିଜ ଧର୍ମ ଅନୁସାରେ ରୀତିନୀତି କରି ପାରିବେ। ସର୍ବନିମ୍ନ ଦୂରତା ରକ୍ଷା କରିବା ସହିତ ସ୍ବାସ୍ଥ୍ୟଗତ ପୂର୍ବସତର୍କତା ଅବଲମ୍ବନ କରିବେ। ହାତରେ ଗ୍ଲୋବସ ପିନ୍ଧିବା ସହିତ ସର୍ବସାଧାରଣ ସ୍ଥାନରେ ଛେପ ପକାଇ ପାରିବେ ନାହିଁ। ଶବକୁ ଛଇଁବା, ଗାଧୋଇ ଦେବା, ଚୁମା ଦେବା କିମ୍ବା କୁଣ୍ଢାଇବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri