ତେଲ ଦର ବଢ଼ାଇ ୨୩ ଲକ୍ଷ କୋଟି ଆଦାୟ କରିଛନ୍ତି ସରକାର:ରାହୁଲ

ନୂଆଦିଲ୍ଲୀ,୨ା୯: ତେଲ ଏବଂ ଗ୍ୟାସ୍‌ର ଲଗାତର ଦରବୃଦ୍ଧିକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ବୁଧବାର ଟାର୍ଗେଟ କରିଛନ୍ତି। ଗତ ୭ ବର୍ଷରେ ପେଟ୍ରୋଲ, ଡିଜେଲ ଏବଂ ଗ୍ୟାସ୍‌ ଦର ବଢାଇ ସରକାର ୨୩ ଲକ୍ଷ କୋଟି ଟଙ୍କା ଆଦାୟ କରିଥିବାରୁ ସେ କେନ୍ଦ୍ର ସରକାରଙ୍କୁ ସେ ସମାଲୋଚନା କରିଛନ୍ତି। କୃଷକ, ବେତନଭୋଗୀ ଏବଂ ଶ୍ରମିକ ଶ୍ରେଣୀଙ୍କୁ ବିମୁଦ୍ରୀକରଣ କରାଯାଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର କେତେକ ଉଦ୍ୟୋଗପତି ବନ୍ଧୁଙ୍କ ଲାଗି ମୁଦ୍ରୀକରଣ କରୁଥିବା ସେ ଅଭିଯୋଗ କରିଛନ୍ତି। ସେ ଜିଡିପି ବୃଦ୍ଧିକୁ ମଧ୍ୟ ନୂଆ ଭାବେ ଦର୍ଶାଇଛନ୍ତି। ଜିଡିପି ବୃଦ୍ଧି ମାନେ ତେଲ ଦର ଏବଂ ଗ୍ୟାସ୍‌ ଭଳି ଅନ୍ୟ ସାମଗ୍ରୀ ଦର ବୃଦ୍ଧି ବୋଲି ରାହୁଲ କଟାକ୍ଷ କରିଛନ୍ତି। ସରକାର ଗତ ୭ ବର୍ଷରେ ତେଲରୁ ଯେଉଁ ଅର୍ଥ ଆଦାୟ କରିଛନ୍ତି ତାହା କେଉଁ ଆଡ଼େ ଗଲା ବୋଲି ଦେଶବାସୀ ସରକାରଙ୍କୁ ପ୍ରଶ୍ନ କରନ୍ତୁ। ମୁଦ୍ରୀକରଣ ଦ୍ୱାରା ସାଧାରଣ ଲୋକେ ହଇରାଣ ହେଉଥିବା ବେଳେ ପୁଞ୍ଜିପତିଙ୍କ ପକେଟକୁ ସରକାର ଭରୁଛନ୍ତି ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri