ଆମ୍ବୁଲାନ୍ସ ଦର ନିର୍ଦ୍ଧାରଣ କଲେ ସରକାର

ଭୁବନେଶ୍ୱର,୧୭।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ଆମ୍ବୁଲାନ୍ସଗୁଡ଼ିକ ଲୋକଙ୍କ ଠାରୁ ମନଇଚ୍ଛା ଭଡ଼ା ନେଉଥିବା ବେଳେ ଶେଷରେ ସରକାରଙ୍କୁ ଏଥିରେ ହସ୍ତକ୍ଷେପ କରିବାକୁ ପଡ଼ିଛି। ଉଭୟ ଘରୋଇ ହସ୍ପିଟାଲ ଓ ଘରୋଇ ଆମ୍ବୁଲାନ୍ସ ଗୁଡ଼ିକ ପାଇଁ ଦର ନିର୍ଦ୍ଧାରଣ କରିଛନ୍ତି ସରକାର। ଦର ନିର୍ଦ୍ଧାରଣ ନେଇ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଥମେ ୧୦ କିଲୋମିଟର ପାଇଁ ସରକାର ଦର ନିର୍ଦ୍ଧାରଣ କରିଛନ୍ତି।

ମାରୁତି ଓମିନି ଭଳି ଛୋଟ ଆମ୍ବୁଲାନ୍ସରେ ୧୦ କିମି ମଧ୍ୟରେ ଭଡ଼ା ବାବଦକୁ ସରକାର ୭୫୦ ଟଙ୍କା ନିର୍ଦ୍ଧାରଣ କରିଛନ୍ତି। ସେହିପରି ସାଧାରଣ ଲାଇଫ ସପୋର୍ଟ ସିଷ୍ଟମ ଥିବା ଛୋଟ ଆମ୍ବୁଲାନ୍ସ ୧୦ କିମିକୁ ୧୦୦୦ ଟଙ୍କା ଭଡ଼ା ନେବେ। ବୋଲେରୋ ଭଳି ମଧ୍ୟ ବର୍ଗର ଆମ୍ବୁଲାନ୍ସ ୧୦ କିମିକୁ ୧୦୦୦ ଟଙ୍କା ନେବେ। ସେହିଭଳି ଲାଇଫ୍‌ ସପୋର୍ଟ ଥିଲେ ୧୦ କିମିକୁ ୧୫୦୦ ଟଙ୍କା ନେବେ ବୋଲି ପରିବହନ ବିଭାଗ ପକ୍ଷରୁ ଦର ନିର୍ଦ୍ଧାରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri