ଲାପଟପ, କମ୍ପ୍ୟୁଟର ଆମଦାନୀ ପାଇଁ ବଡ ପଦକ୍ଷେପ ନେଲେ ସରକାର

ନୂଆଦିଲ୍ଲୀ,୧୯।୧୦: ଲାପଟପ ଏବଂ କମ୍ପ୍ୟୁଟର ପରି ଆଇଟି ହାର୍ଡୱେର୍‌ ଉତ୍ପାଦ ଆମଦାନୀ ପାଇଁ କେନ୍ଦ୍ର ସରକାର ପୁରୁଣା ଲାଇସେନ୍ସ ନିୟମକୁ ପରିବର୍ତ୍ତନ କରିଛନ୍ତି। ବର୍ତ୍ତମାନ ଏହିପରି ଉତ୍ପାଦ ଆମଦାନୀ ପାଇଁ ଏକ ଅନଲାଇନ ଅନୁମୋଦନ ବ୍ୟବସ୍ଥା ପ୍ରତିଷ୍ଠା କରାଯାଇଛି । ସରକାର ଅଗଷ୍ଟରେ କହିଥିଲେ ଯେ ନଭେମ୍ବର ୧ରୁ ଲାପଟପ, ଟାବଲେଟ ଏବଂ କମ୍ପ୍ୟୁଟର ଆମଦାନୀ ଲାଇସେନ୍ସ ବ୍ୟବସ୍ଥା ଅଧୀନରେ ରଖାଯିବ। ତେବେ ବାଣିଜ୍ୟ ସଚିବ ସୁନୀଲ ବର୍ଥୱାଲ ଗତ ସପ୍ତାହରେ ଏକ ଖବରଦାତା ସମ୍ମିଳନୀରେ କହିଥିଲେ ଯେ ଭାରତରେ ଲାପଟପ ଏବଂ କମ୍ପ୍ୟୁଟର ଆମଦାନୀ ଉପରେ କୌଣସି ପ୍ରତିବନ୍ଧକ ରହିବ ନାହିଁ। ସେ ଆହୁରି ମଧ୍ୟ କହିଛନ୍ତି , ଆମଦାନୀକାରୀଙ୍କ ଆମଦାନୀ ସାମଗ୍ରୀ ଉପରେ ସରକାର ନଜର ରଖିବେ।

ବୈଦେଶିକ ବ୍ୟାପାର ମହାନିର୍ଦ୍ଦେଶକ(ଡିଜିଏଫଟି) ସନ୍ତୋଷ କୁମାର ସାରଙ୍ଗୀ କହିଛନ୍ତି, ନୂତନ ଲାଇସେନ୍ସ କିମ୍ବା ଅନୁମୋଦନ ବ୍ୟବସ୍ଥାର ଉଦ୍ଦେଶ୍ୟ ହେଉଛି ଏହି ଉତ୍ପାଦଗୁଡିକର ଆମଦାନୀ ଉପରେ ନଜର ରଖିବା ଯାହା ନିର୍ଭରଯୋଗ୍ୟ ଉତ୍ସରୁ ଆସୁଛି। ଏହି ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri