ବଡ଼କୁ ଛାଡ଼ି ଛୋଟଙ୍କୁ ଧରୁଛନ୍ତି ସରକାର: ଭାଜପା

ଭୁବନେଶ୍ୱର,୧ା୧(ବ୍ୟୁରୋ):୨୦ବର୍ଷ ଧରି ସରକାର ରାଜ୍ୟରେ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ପ୍ରଶ୍ରୟ ଦେଇ ଚାଲିଛନ୍ତି ା ଏବେ କେବଳ ବାହା ବାହା ନେବା ପାଇଁ ସମ୍ପତ୍ତି ତାଲିକା କଥା ଉଠାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ା ପୂର୍ବରୁ ଗେଜେଟେଡ୍‌ ସରକାରୀ ଅଧିକାରୀଙ୍କ ସମ୍ପତ୍ତି ତାଲିକା ପ୍ରକାଶ କରିବାର ବ୍ୟବସ୍ଥା ଅଛି ା ଏହା ବ୍ୟତୀତ ନିର୍ବାଚନ ଲଢ଼ିଥିବା ଏମ୍‌ପି ଓ ବିଧାୟକଙ୍କ ସମ୍ପତ୍ତି ତାଲିକା ସର୍ବସାଧାରଣରେ ରହିଛି ା ଏକଥା କିଛି ନୂଆ ନୁହେଁ ା କେବଳ ୩ୟ ଓ ୪ର୍ଥ ଶ୍ରେଣୀ କର୍ମଚାରୀ ଏବଂ ପଞ୍ଚାୟତରେ ନିର୍ବାଚିତ ପ୍ରତିନିଧିମାନେ ଏବେ ସମ୍ପତ୍ତି ତାଲିକା ଦେବେ। ମୁଖ୍ୟମନ୍ତ୍ରୀ ଯଦି ଦୁର୍ନୀତି ବନ୍ଦ କରିବା ପାଇଁ ଚାହୁଁଛନ୍ତି ତେବେ ବଡ଼ଙ୍କୁ ଛାଡ଼ି କେବଳ ଛୋଟ ମାଛଙ୍କୁ କାହିଁକି ଧରୁଛନ୍ତି ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ପ୍ରଶ୍ନ କରିଛନ୍ତି ା ସେ କହିଛନ୍ତି, ସରକାରଙ୍କ ଦୁର୍ନୀତିକୁ ବନ୍ଦ କରିବା ପାଇଁ କୌଣସି ଆନ୍ତରିକତା ନାହିଁ। ସରକାର କେବଳ ଚୂନାମାଛ ଯଥା ଜେଇ, ଏଏନ୍‌ଏମ, ପିଇଓ, କିରାଣିଙ୍କ ଘରେ ରେଡ୍‌ କରି ଲୋକଙ୍କୁ ଭ୍ରମିତ କରୁଛନ୍ତି। ଆଉ ଏଇ ଛୋଟ କର୍ମଚାରୀମାନେ ଯାହାଙ୍କ ବଳରେ ଏତେ ଧନ କମେଇଛନ୍ତି ସେମାନଙ୍କୁ ଗିରଫ କରାଯାଉନାହିଁ କାହିଁକି ବୋଲି ଲେଖାଶ୍ରୀ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri