Posted inଜାତୀୟ

କୃଷକଙ୍କ ସହ ପ୍ରତାରଣା କରୁଛନ୍ତି ସରକାର: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୭।୧୨: ଚାଷୀ ଏବଂ ସରକାରଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଶୀତଦିନେ ମଧ୍ୟ ଚାଷୀମାନେ ରାସ୍ତାରେ ଆନ୍ଦୋଳନ ଚଳାଇଛନ୍ତି। ରବିବାର ଆନ୍ଦୋଳନ ୩୨ ତମ ଦିନରେ ପହଞ୍ଚିଛି। ଏସବୁ ମଧ୍ୟରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ବୁଝାମଣା ପ୍ରସ୍ତାବକୁ କୃଷକମାନେ ଗ୍ରହଣ କରିଛନ୍ତି। କିନ୍ତୁ ଏଥି ସହିତ, ସେମାନେ ମଧ୍ୟ ସର୍ତ୍ତ ରଖିଛନ୍ତି। ଏହି ପ୍ରସ୍ତାବ ସହିତ ଆନ୍ଦୋଳନକୁ ଆହୁରି ଜୋରଦାର କରିବାକୁ ଚାଷୀମାନେ ଚେତାବନୀ ଦେଇଛନ୍ତି। ତେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଆନ୍ଦୋଳନ ଚାଷୀଙ୍କୁ ନିକଟରେ ପହଞ୍ଚିଛନ୍ତି। କେଜ୍‌ରିଓ୍ବାଲ କହିଛନ୍ତି ଯେ, ଆନ୍ନା ଆନ୍ଦୋଳନରେ ମତେ ଅସମ୍ମାନ କରୁଥିଲେ, ଆଜି ସେହିଭଳି କୃଷକମାନଙ୍କୁ ଦେଶଦ୍ରୋହୀ କୁହାଯାଉଛି। ୭୦ ବର୍ଷ ଧରି ସବୁ ସରକାର କୃଷକଙ୍କ ପ୍ରତାରଣା କରିଆସୁଛନ୍ତି। ସିଂଘୁ ସୀମାରେ ପହଞ୍ଚିବା ପରେ କେଜ୍‌ରିୱାଲ କହିଛନ୍ତି ଯେ ଦେଶର କୃଷକ ଅସନ୍ତୁଷ୍ଟ, କୃଷକ ଭାଇ, ମା ଏବଂ ପିଲାମାନେ କଠିନ ଶୀତରେ ୩୨ ଦିନ ଖୋଲା ଆକାଶ ତଳେ ଶୋଇବାକୁ ବାଧ୍ୟ ହେଉଛନ୍ତି। ୪୦ରୁ ଅଧିକ କୃଷକ ସହିଦ ହୋଇଛନ୍ତି। ମୁଁ ହାତ ମିଳାଇ ସେମାନଙ୍କ ଦାବି ପୂରଣ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri