Posted inଜାତୀୟ

କୃଷକଙ୍କ ସହ ପ୍ରତାରଣା କରୁଛନ୍ତି ସରକାର: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୭।୧୨: ଚାଷୀ ଏବଂ ସରକାରଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଶୀତଦିନେ ମଧ୍ୟ ଚାଷୀମାନେ ରାସ୍ତାରେ ଆନ୍ଦୋଳନ ଚଳାଇଛନ୍ତି। ରବିବାର ଆନ୍ଦୋଳନ ୩୨ ତମ ଦିନରେ ପହଞ୍ଚିଛି। ଏସବୁ ମଧ୍ୟରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ବୁଝାମଣା ପ୍ରସ୍ତାବକୁ କୃଷକମାନେ ଗ୍ରହଣ କରିଛନ୍ତି। କିନ୍ତୁ ଏଥି ସହିତ, ସେମାନେ ମଧ୍ୟ ସର୍ତ୍ତ ରଖିଛନ୍ତି। ଏହି ପ୍ରସ୍ତାବ ସହିତ ଆନ୍ଦୋଳନକୁ ଆହୁରି ଜୋରଦାର କରିବାକୁ ଚାଷୀମାନେ ଚେତାବନୀ ଦେଇଛନ୍ତି। ତେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଆନ୍ଦୋଳନ ଚାଷୀଙ୍କୁ ନିକଟରେ ପହଞ୍ଚିଛନ୍ତି। କେଜ୍‌ରିଓ୍ବାଲ କହିଛନ୍ତି ଯେ, ଆନ୍ନା ଆନ୍ଦୋଳନରେ ମତେ ଅସମ୍ମାନ କରୁଥିଲେ, ଆଜି ସେହିଭଳି କୃଷକମାନଙ୍କୁ ଦେଶଦ୍ରୋହୀ କୁହାଯାଉଛି। ୭୦ ବର୍ଷ ଧରି ସବୁ ସରକାର କୃଷକଙ୍କ ପ୍ରତାରଣା କରିଆସୁଛନ୍ତି। ସିଂଘୁ ସୀମାରେ ପହଞ୍ଚିବା ପରେ କେଜ୍‌ରିୱାଲ କହିଛନ୍ତି ଯେ ଦେଶର କୃଷକ ଅସନ୍ତୁଷ୍ଟ, କୃଷକ ଭାଇ, ମା ଏବଂ ପିଲାମାନେ କଠିନ ଶୀତରେ ୩୨ ଦିନ ଖୋଲା ଆକାଶ ତଳେ ଶୋଇବାକୁ ବାଧ୍ୟ ହେଉଛନ୍ତି। ୪୦ରୁ ଅଧିକ କୃଷକ ସହିଦ ହୋଇଛନ୍ତି। ମୁଁ ହାତ ମିଳାଇ ସେମାନଙ୍କ ଦାବି ପୂରଣ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri