୫୦୦୦ ଦେଇ ଭୁଆଁ ବୁଲାଉଛନ୍ତି ସରକାର: ଭାଜପା

ଭୁବନେଶ୍ୱର, ୮।୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରିବ ଲୋକଙ୍କୁ ଘର କରିବା ଲାଗି ୧ ଲକ୍ଷ ୭୦ ହଜାର ଟଙ୍କା ପଠାଉଛନ୍ତି। ଓଡ଼ିଶାରେ ଏହି ଟଙ୍କା ବାଟମାରଣା କରାଯାଇଛି। ଶାସକ ବିଜେଡି ଗରିବ ଲୋକଙ୍କୁ ୫ ହଜାର ଟଙ୍କା ଦେଇ ଭୁଆଁ ବୁଲାଉଛି ବୋଲି ଅଭିଯୋଗ କିଛନ୍ତି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର। ଦଳୀୟ ରାଜ୍ୟ କାର୍ଯ୍ୟାଳୟରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଗୋଲକ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଘର ପିଛା ଦେଉଥିବା ମୋଟ ପ୍ରୋତ୍ସାହନ ରାଶିର ୩%ରୁ କମ୍‌ ଟଙ୍କା ଦେଇ ବିଜେଡି ଗରିବଙ୍କୁ ଭଣ୍ଡାଉଛି। ଘର ପାଇ ନ ଥିବା ଲୋକଙ୍କୁ ୫୦୦୦ ଟଙ୍କା ସହାୟତା ଧର୍ମକୁ ଆଖିଠାର। ଗରିବଙ୍କୁ ୫ ହଜାର ଟଙ୍କା ଦେଇ ବିଜେଡି ପ୍ରଚାରରେ ୫୦ ହଜାର ଟଙ୍କା ଖର୍ଚ୍ଚ କରୁଛି। ଘର ପାଇ ନ ଥିବା ଲୋକଙ୍କ ଆକ୍ରୋଶରୁ ବର୍ତ୍ତିବା ଲାଗି ଶାସକ ଦଳର ଏହା ଏକ ଚାଲ୍‌। ସହାୟତା ରାଶି ନାମରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା କ୍ୟାଲେଣ୍ଡର ଦେବାର ଅର୍ଥ କ’ଣ ବୋଲି ଗୋଲକ ପ୍ରଶ୍ନ କରିଛନ୍ତି। ଯେଉଁମାନଙ୍କୁ ରାଜ୍ୟ ସରକାର ଆବାସ ପାଇଁ ଟଙ୍କା ବାଣ୍ଟିବେ, ତାହାର ତାଲିକା ସାର୍ବଜନୀନ କରିବାକୁ ସେ ଦାବି କରିଛନ୍ତି। ମାହାଙ୍ଗାର ୨ ଭାଜପା କାର୍ଯ୍ୟକର୍ତ୍ତା କୁଳମଣି ବରାଳ, ଦିବ୍ୟସିଂହ ବରାଳ ହତ୍ୟାକାଣ୍ଡ ମାମଲା ଏବଂ ଘର ପାଇଁ ଅନୁଦାନ ଅର୍ଥ ପ୍ରଦାନରେ ବିଜେଡିର ହୀନ ରାଜନୀତି ପ୍ରସଙ୍ଗକୁ ନେଇ ଦଳ ଲୋକଙ୍କ ପାଖରେ ପହଞ୍ଚତ୍ବ ବୋଲି ଗୋଲକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେଡି; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କାର୍ତ୍ତିକ ପାଣ୍ଡିଆନ, ଶ୍ରୀମୟୀ ମିଶ୍ର ସାମିଲ

ଭୁବନେଶ୍ୱର,୨୦ା୪(ଅନିଲ ଦାସ)-ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଶନିବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ...

ନାମାଙ୍କନପତ୍ର ଦାଖଲ କଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ରାଜନା ଦୋରା

ପଟାଙ୍ଗି,୨୦ା୪(ଶରତ ଧଳ): ଲୋକ ସଭା ଓ ବିଧାନସଭା ନିର୍ବାଚନକୁ ନେଇ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ଚଳଚଞ୍ଚଳ ହୋଇ ଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳର ବିଧାୟକ...

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ...

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri