ମୁଖ୍ୟମନ୍ତ୍ରୀଙ୍କ ନିୟନ୍ତ୍ରଣରେ ନାହିଁ ସରକାର, ଏମିତି କାହିଁକି କହିଲେ ଲେଖାଶ୍ରୀ

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକକ୍ର କ୍ରୀଡ଼ା ପୁରସ୍କାର ପ୍ରସଙ୍ଗ ନେଇ ବିଜେଡି ନେତ୍ରୀଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିୟନ୍ତ୍ରଣରେ ନାହିଁ ସରକାର। ଗୋଟିଏ ପଟେ ବିଜୁ ବାବୁଙ୍କୁ ସମ୍ମାନ ଜଣାଉଛନ୍ତି
ଋ଼ଅନ୍ୟପଟେ ବିଜୁ ବାବୁଙ୍କ ନାମ ପରିବର୍ତ୍ତନ କରାଯାଉଛି।
ରାଜ୍ୟ ସରକାର ଅକ୍ରୋଶମୂଳକ ଭାବେ ନିଷ୍ପତ୍ତି ନେଉଛନ୍ତି।  ତେବେ ଏଭଳି ନାମ ପରିବର୍ତ୍ତନକୁ ଲେଖାଶ୍ରୀ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି।
ଅନ୍ୟପକ୍ଷେ ଲକ୍ଷ୍ମୀ ବସ୍‌ର ନାମ ପରିବର୍ତ୍ତନ ସହ ଓମ୍‌ଫେଡ୍‌ ଦୁଗ୍ଧ ପ୍ୟାକେଟ୍‌ର ରଙ୍ଗ ମଧ୍ୟ ପରିବର୍ତ୍ତନ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri