Posted inଜାତୀୟ

ତୃତୀୟ ଲହର ପୂର୍ବରୁ ଔଷଧ ମହଜୁଦ୍‌ ରଖୁଛନ୍ତି ସରକାର

ନୂଆଦିଲ୍ଲୀ,୧୯।୭: ଦେଶରେ କରୋନାର ତୃତୀୟ ଲହର ଆସିବାର ସମ୍ଭାବନା ରହିଛି। ଅଗଷ୍ଟ ଶେଷ ସୁଦ୍ଧା ତୃତୀୟ ଲହର ଆସିବାର ସମ୍ଭାବନା ଥିବାବେଳେ କରୋନା ଚିକିତ୍ସା ପାଇଁ ଆବଶ୍ୟକ ଔଷଧର ୩୦ ଦିନିଆ ବଫର ଷ୍ଟକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଜୀବନ ରକ୍ଷାକାରୀ ଔଷଧ ବ୍ୟତୀତ ସରକାର ସାଧାରଣ ଓଷଧ ଯେପରି ପାରାସିଟାମୋଲ, ଆଣ୍ଟିବାୟୋଟିକ ଏବଂ ଭିଟାମିନ ଭଳି ସପ୍ଲିମେଣ୍ଟ ମଧ୍ୟ ସଂଗ୍ରହ କରୁଛନ୍ତି। ତୃତୀୟ ଲହରର ପୂର୍ବରୁ କେନ୍ଦ୍ର ରେମଡେସିଭିରର ୫ ମିଲିୟନ ବୋତଲ କ୍ରୟ କରିବାକୁ ଯୋଜନା କରୁଛନ୍ତି ସରକାର। ଦ୍ୱିତୀୟ ଲହର ଭଳି ପରିସ୍ଥିତି ଉପୁଜିବ ନାହିଁ ବୋଲି ସରକାର ରେମଡେସିଭର୍‌, ଫାଭିପିରାଭିର ପରି ଔଷଧର ଷ୍ଟକ ପ୍ରସ୍ତୁତ କରୁଛନ୍ତି।
ନିକଟରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) କହିଥିଲା ଯେ, କରୋନାର ତୃତୀୟ ଲହର ଆସିବାର ସମ୍ଭାବନା କହିଛି। ଏହି ଲହରର ମୁଖ୍ୟ କାରଣ ହେଉଛି SARS-CoV-2ର ଡେଲଟା ଭାରିଏଣ୍ଟ, ଯାହାର ପ୍ରଥମ ମାମଲା ଭାରତରେ ମିଳିଥିଲା। ଡବ୍ଲୁଏଚ୍‌ଓର ଚେତାବନୀ ମଧ୍ୟ ଭାରତ ପାଇଁ ଏକ ବିପଦ ସଙ୍କେତ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବର୍ଷରେ ୨୧୪ ଲକ୍ଷ କୋଟିକୁ ଛୁଇଁବ ଭାରତର ଋଣ, GDP’ର ୮୨ ପ୍ରତିଶତ…

ନୂଆଦିଲ୍ଲୀ,୧୧।୨: ନିକଟରେ ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଦେଶର ଆର୍ଥିକ ସ୍ଥିତି ଓ ଋଣ ଭାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଗୋଟିଏ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri