Posted inଜାତୀୟ

ତୃତୀୟ ଲହର ପୂର୍ବରୁ ଔଷଧ ମହଜୁଦ୍‌ ରଖୁଛନ୍ତି ସରକାର

ନୂଆଦିଲ୍ଲୀ,୧୯।୭: ଦେଶରେ କରୋନାର ତୃତୀୟ ଲହର ଆସିବାର ସମ୍ଭାବନା ରହିଛି। ଅଗଷ୍ଟ ଶେଷ ସୁଦ୍ଧା ତୃତୀୟ ଲହର ଆସିବାର ସମ୍ଭାବନା ଥିବାବେଳେ କରୋନା ଚିକିତ୍ସା ପାଇଁ ଆବଶ୍ୟକ ଔଷଧର ୩୦ ଦିନିଆ ବଫର ଷ୍ଟକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଜୀବନ ରକ୍ଷାକାରୀ ଔଷଧ ବ୍ୟତୀତ ସରକାର ସାଧାରଣ ଓଷଧ ଯେପରି ପାରାସିଟାମୋଲ, ଆଣ୍ଟିବାୟୋଟିକ ଏବଂ ଭିଟାମିନ ଭଳି ସପ୍ଲିମେଣ୍ଟ ମଧ୍ୟ ସଂଗ୍ରହ କରୁଛନ୍ତି। ତୃତୀୟ ଲହରର ପୂର୍ବରୁ କେନ୍ଦ୍ର ରେମଡେସିଭିରର ୫ ମିଲିୟନ ବୋତଲ କ୍ରୟ କରିବାକୁ ଯୋଜନା କରୁଛନ୍ତି ସରକାର। ଦ୍ୱିତୀୟ ଲହର ଭଳି ପରିସ୍ଥିତି ଉପୁଜିବ ନାହିଁ ବୋଲି ସରକାର ରେମଡେସିଭର୍‌, ଫାଭିପିରାଭିର ପରି ଔଷଧର ଷ୍ଟକ ପ୍ରସ୍ତୁତ କରୁଛନ୍ତି।
ନିକଟରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) କହିଥିଲା ଯେ, କରୋନାର ତୃତୀୟ ଲହର ଆସିବାର ସମ୍ଭାବନା କହିଛି। ଏହି ଲହରର ମୁଖ୍ୟ କାରଣ ହେଉଛି SARS-CoV-2ର ଡେଲଟା ଭାରିଏଣ୍ଟ, ଯାହାର ପ୍ରଥମ ମାମଲା ଭାରତରେ ମିଳିଥିଲା। ଡବ୍ଲୁଏଚ୍‌ଓର ଚେତାବନୀ ମଧ୍ୟ ଭାରତ ପାଇଁ ଏକ ବିପଦ ସଙ୍କେତ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡ ଅବା ପିଠି ସ୍ପର୍ଶ କରିବା ନୁହେଁ ଯୌନ ନିର୍ଯାତନା: ହାଇକୋର୍ଟ…

ମୁମ୍ବାଇ,୧୪।୩ : ଅଧିକରୁ ଅଧିକ ଯୌନ ନିର୍ଯାତନା ମାମଲା ସାମ୍ନାକୁ ଆସୁଛି। ଏହି କାରଣରୁ ଦେଶରେ ଏଥିପାଇଁ ଆଇନ ପ୍ରଣୟନ କରାଯାଇଛି। କିନ୍ତୁ ଅନେକ ଥର...

ନୌସେନା ଦିବସର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ ।୧୨: ଦେଶ ଶୁକ୍ରବାର ପାଳନ କରୁଛି ନୌସେନା ଦିବସ । ଦେଶର ବୀର ଯବାନଙ୍କୁ ମନେ ପକାଇ ଏହି ଦିବସ ପାଳନ କରାଯାଉଛି ।...

ଘର ଘର ବୁଲି ଟିକା…

ନୂଆଦିଲ୍ଲୀ,୨।୧୧: କରୋନା ମହାମାରୀ ଲଢ଼େଇରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘର ଘର ବୁଲି ଟିକା ଦାନ ଅଭିଯାନ ଆରମ୍ଭ କରୁଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କ ଅନୁସାରେ...

ପଶ୍ଚିମବଙ୍ଗରେ ଚାଲିଛି ଗୁଣ୍ଡାରାଜ: ଅମିତ ଶାହା

କୋଲକାତା,୧୫।୩: କେନ୍ଦ୍ର ସ୍ବରାଷ୍ଟ୍ୟ ମନ୍ତ୍ରୀ ଅମିତ ଶାହା ଦୁଇଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଆସିଛନ୍ତି। ଏଠାରେ ଦୁଇଟି ସ୍ଥାନରେ ରାଲି କରିବାର କାର୍ଯ୍ୟକ୍ରମ ରହିଛି। ସୋମବାର ଝାରଗ୍ରାମରେ...

କ୍ଷମା ମାଗିଲେ ପରେଶ ରାଓ୍ବଲ

ନୂଆଦିଲ୍ଲୀ,୨।୧୨: ବଲିଉଡ ଅଭିନେତା ତଥା ଭାଜପା ନେତା ପରେଶ ରାୱଲ ଗୁଜରାଟ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପାଇଁ ପ୍ରଚାର କରୁଛନ୍ତି। ପ୍ରଚାର ସମୟରେ ସେ...

ବିବାହରେ ବରଙ୍କୁ ଲେମ୍ବୁ ଉପହାର

ରାଜକୋଟ,୧୭ ।୪: ଗୁଜରାଟ ରାଜକୋଟର ଏକ ବିବାହ ସମାରୋହରେ ଭିନ୍ନ ଏକ ଦୃଶ୍ୟ ଦେଖିବାକୁ ମିଳିଛି । ଏଠି ବରଙ୍କୁ ସାଥିମାନେ ଉପହାରରେ ଲେମ୍ବୁ ଦେଇଛନ୍ତି...

ରାଜ୍ୟରେ ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ: ମୁଖ୍ୟମନ୍ତ୍ରୀ

ପଣଜୀ,୨୭।୬: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି।...

ପ୍ରଧାନମନ୍ତ୍ରୀଙ୍କୁ ବରୁଣ ଗାନ୍ଧୀଙ୍କ ଚିଠି, ଅଜୟ ମିଶ୍ରାଙ୍କ ବିରୋଧରେ ଗ୍ରହଣ କରାଯାଉ କାର୍ଯ୍ୟାନୁଷ୍ଠାନ…

ନୂଆଦିଲ୍ଲୀ,୨୦।୧୧: ମନ୍ତ୍ରୀ ଅଜୟ ମିଶ୍ରାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାଜପା ଏମ୍‌ପି ବରୁଣ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର ଚିଠି ଲେଖିଛନ୍ତି। ଲଖିମପୁର...

Advertisement
Archives

Model This Week