Posted inଜାତୀୟ

ସର୍ଭାଇକାଲ କ୍ୟାନସର ଉପରେ ରୋକ ଲଗାଇବା ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ୯-୧୪ ବାଳିକାଙ୍କୁ ମିଳିବ ମାଗଣା ଟିକା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ସଂସଦରେ ଦେଶର ଅନ୍ତରୀଣ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟ ଉପସ୍ଥାପନ କରୁଥିବାବେଳେ ଅର୍ଥମନ୍ତ୍ରୀ ମୋଦି ସରକାରଙ୍କ ଅନେକ ସଫଳତାକୁ ଗଣନା କରିଛନ୍ତି। ସ୍ବାସ୍ଥ୍ୟ ବିଭାଗର ବିକାଶକୁ ନେଇ ବଜେଟରେ ଅନେକ ଅନ୍ତର୍ଭୁକ୍ତ କରାଯାଇଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଗର୍ଭାଶୟ କର୍କଟକୁ ରୋକିବା ପାଇଁ ୯-୧୪ ବର୍ଷ ବୟସର ବାଳିକାମାନଙ୍କ ପାଇଁ ମାଗଣା ଟିକାକରଣ ଅଭିଯାନ ଆରମ୍ଭ ହେବ। ଏହି ଅଭିଯାନର ଆରମ୍ଭ ମିଶନ ‘ଇନ୍ଦ୍ରଧନୁଷ’ ଅଧୀନରେ ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ…

“ମହିଳାଙ୍କୁ ବାଧ୍ୟ କରାଯାଇପାରିବ ନାହିଁ”: ନାବାଳିକାଙ୍କୁ ୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୨: ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି,…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri