ସେବି ଅଧ୍ୟକ୍ଷ ନିଯୁକ୍ତି ଉପରେ ଖୁବଶୀଘ୍ର ନିଷ୍ପତ୍ତି ନେଇପାରନ୍ତି ସରକାର

ମୁମ୍ବାଇ,୨୪।୨: ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ୍‌ ଇଣ୍ଡିଆ (ସେବି)ର ଅଧ୍ୟକ୍ଷ ନିଯୁକ୍ତି ଉପରେ ସରକାର ଖୁବଶୀଘ୍ର ନିଷ୍ପତ୍ତି ନେଇପାରନ୍ତି ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଯେ ହେତୁ ସେବିର ବର୍ତ୍ତମାନର ଅଧ୍ୟକ୍ଷ ଅଜୟ ତ୍ୟାଗୀଙ୍କର ବର୍ଦ୍ଧିତ କାର୍ଯ୍ୟକାଳ ଚଳିତ ମାସରେ ଶେଷ ହେଉଛି, ସେଥିପାଇଁ ଏହାକୁ ନେଇ ଅନେକ ଚର୍ଚ୍ଚା ଲାଗି ରହିଛି। ଏ ନେଇ ୨୦୨୧ ଅକ୍ଟୋବରରେ ସେବି ଅଧ୍ୟକ୍ଷ ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କଠାରୁ ଅର୍ଥମନ୍ତ୍ରଣାଳୟ ଆବେଦନ ନିମନ୍ତ୍ରଣ କରିଥିଲା ଏବଂ ଆବେଦନପତ୍ର ଦାଖଲ କରିବାର ଶେଷ ତାରିଖ ୬ ଡିସେମ୍ବର ୨୦୨୧ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri