Posted inଜାତୀୟ

ଆଦାନୀଙ୍କ ଆରେଷ୍ଟ ଓ୍ବାରେଣ୍ଟକୁ ନେଇ ମୁହଁ ଖୋଲିଲେ ସରକାର

ନୂଆଦିଲ୍ଲୀ,୩୦।୧୧:ଲାଞ୍ଚ ଅଭିଯୋଗରେ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଜାରି ଆରେଷ୍ଟ ଓ୍ବାରେଣ୍ଟ ସମ୍ପର୍କରେ ଆମେରିକୀୟ ଅଧିକାରୀଙ୍କ ପକ୍ଷରୁ ଭାରତକୁ କୌଣସି ଅନୁରୋଧ ଆସିନାହିଁ। ଶୁକ୍ରବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରି କୁହାଯାଇଛି, ଆମେରିକାରେ ଶିଳ୍ପପତି ଗୌତମ ଆଦାନୀ ଓ ତାଙ୍କ ସହ ଜଡ଼ିତ ସଂସ୍ଥାକୁ ନେଇ ଚାଲିଥିବା ଆଇନଗତ ପ୍ରକ୍ରିୟାରେ ଭାରତ ସରକାରଙ୍କ କୌଣସି ଭୂମିକା ନାହିିଁ। ଏହା ଏକ ଆଇନଗତ ପ୍ରକ୍ରିୟା ଯେଉଁଥିରେ ଜଣେ ବ୍ୟକ୍ତି, ଏକ ପ୍ରାଇଭେଟ୍‌ କମ୍ପାନୀ ଏବଂ ଆମେରିକାର ନ୍ୟାୟ ବିଭାଗ ସାମିଲ ରହିଛନ୍ତି। ଆମେରିକୀୟ ନ୍ୟାୟ ବିଭାଗ ଦ୍ୱାରା ଆଦାନୀଙ୍କ ବିରୋଧରେ ଅଭିଯୋଗ ପତ୍ର ଦାଖଲ ନେଇ ରିପୋର୍ଟ ଆସିବା ପରେ ବହିର୍ବ୍ୟାପାର ମନ୍ତ୍ରଣାଳୟର ଏହି ପ୍ରତିକ୍ରିୟା ସାମ୍‌ନାକୁ ଆସିଛି। ପ୍ରକାଶ ଯେ, ଭାରତରେ କୌଣସି ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଆମେରିକୀୟ ଅଧିକାରୀମାନେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ସୂଚନା ଦେବା ଆବଶ୍ୟକ।

 


Enter your email to get our daily news in your inbox.

All Right Reserved By Dharitri.Com

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍‌! ଏବେଠୁ କିଣି ନିଅନ୍ତୁ…

ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri