ମୟୂରଭଞ୍ଜକୁ ୩ ରେଳ ପ୍ରକଳ୍ପ ଭେଟି ଦେଲେ ସରକାର

ମୟୂରଭଞ୍ଜ,୭ା୧୨: ମୟୂରଭଞ୍ଜ ବାଙ୍ଗିରିପୋଷିରେ ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଡ଼ାମରା-ନ୍ୟୁଜାମଶୋଳା ପ୍ରକଳ୍ପ-ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ କରିବ। ଯାହା ଖଣିବହୁଳ ଅନୁନ୍ନତ ଅଞ୍ଚଳରେ ଶିଳ୍ପ, ପର୍ଯ୍ୟଟନର ଅଭିବୃଦ୍ଧି ଘଟାଇବ।

୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁର ଯାଇଥିଲେ। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଏପରିକି ସେମାନେ ନିଜ ଗାଁର ଝିଅ ତଥା ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ଘର ଆଗରେ ଝୋଟି ଚିତା ପକାଇଥିଲେ।

ରାଷ୍ଟ୍ରପତି ରାଇରଙ୍ଗପୁର ଉପରବେଡ଼ା ଉପ୍ରା ବିଦ୍ୟାଳୟରେ ପହଞ୍ଚି ତାଙ୍କ ଅଭିଭାଷଣରେ ପିଲାଙ୍କୁ ମନ ଦେଇ ପାଠ ପଢ଼ିବାକୁ ପରାମର୍ଶ ଦେଇଥିଲେ। ସେ କହିଥିଲେ, ପାଠ କେବଳ ଚାକିରି ପାଇଁ ନୁହେଁ, ଶିକ୍ଷିତ ହେବା ପାଇଁ ପଢ଼ାର ଆବଶ୍ୟକ। ସମାଜରେ ବଡ଼ ହେବାକୁ ହେଲେ, ନିଜ ନାଁକୁ ବଢ଼ାଇବାକୁ ପଡ଼େ। ଏବେ ପାଠପଢ଼ା ପାଇଁ ବହୁତ ସୁବିଧା ହେଲାଣି, ସହଯୋଗ ମିଳୁଛି। ଏକତ୍ରିତ ହୋଇ ରହିଲେ ସବୁ ସମସ୍ୟାର ସମାଧାନ ମିଳେ। ପିଲା ନ ଆସିଲେ କାରଣ କ’ଣ ବୁଝିବାକୁ ଶିକ୍ଷକ ଯାଆନ୍ତୁ ବୋଲି ରାଷ୍ଟ୍ରପତି ସୁପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri