ଦିନକରେ ୬୬ ଅଧିକାରୀଙ୍କୁ ବଦଳି କଲେ ସରକାର

ଭୁବନେଶ୍ୱର,୧୬ା୧୧: ସରକାରୀସ୍ତରରେ ଶନିବାର ଏକ ବଡ଼ଧରଣର ଅଦଳବଦଳ ହୋଇଛି। ଗୋଟିଏ ଦିନରେ ୬୬ ଜଣ ଅଧିକାରୀଙ୍କୁ ବଦଳି କରିଛି ଗୃହ ବିଭାଗ। ଆଜି ଯୁଗ୍ମ ସଚିବ, ଉପସଚିବ ଓ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜ୍ଞପ୍ତି ଅନୁଯାୟୀ, ଗୃହ ବିଭାଗରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟରତ ଆଇଏଏସ୍‌ ନିତ୍ୟାନନ୍ଦ ସିଂଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ବଦଳି କରାଯାଇଥିବାବେଳେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗରେ କାର୍ଯ୍ୟରତ ଆଇଏଏସ୍‌ ସୁନାରାମ ମୁର୍ମୁଙ୍କୁ ଲୋକ ସମ୍ପର୍କ ଓ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ସ୍ଥାନାନ୍ତର କରାଯାଇଛି।

ସେହିପରି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ କାର୍ଯ୍ୟରତ ଶ୍ରୀକାନ୍ତ ନାୟକଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗକୁ ବଦଳି କରାଯାଇଛି। ଆଇଏଏସ୍‌ ନବୀନ ଚନ୍ଦ୍ର କୁମ୍ରାଙ୍କୁ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗରୁ ଗୃହ ବିଭାଗକୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri