ନିଷ୍ପତ୍ତି ବଦଳାଇଲେ ସରକାର

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର। ତେବେ ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ଚିଠି। ପୂର୍ବଭଳି କଲେଜ ଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ।

ସେଲ୍ଫ ଫାଇନାନ୍ସିଂ କୋର୍ସ ପାଇଁ ୨୦ ପ୍ରତିଶତ ସିଟ୍‌ରେ ସୀମିତ ରଖିବା ନେଇ କୁଳାଧିପତିଙ୍କ ସଚିବାଳୟରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ହେଲେ ଏହା ଘରୋଇ ଶିକ୍ଷାନୁଷ୍ଠାନଙ୍କ ସ୍ବାର୍ଥ୍ୟକୁ ଦୃଷ୍ଟିରେ ରଖି ଏଭଳି କରାଯାଇଥିବା ଅଭିଯୋଗ ହୋଇଥିଲା। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ବାହାର ଚନ୍ଦନ ଯାତ୍ରା; ଆଜିଠୁ ଭିତର ଚନ୍ଦନ

ପୁରୀ ଅଫିସ, ୨୮।୫: ଶ୍ରୀକ୍ଷେତ୍ରରେ ପବିତ୍ର ଅକ୍ଷୟ ତୃୀତୀୟାଠାରୁ ଆରମ୍ଭ ହୋଇଥିବା ବାହାର ଚନ୍ଦନଯାତ୍ରା ସୋମବାର ଶେଷ ହୋଇଛି। ରବିବାର ମହାପ୍ରଭୁଙ୍କ ଶ୍ରୀକ୍ଷେତ୍ର ଭଉଁରୀ ଅନୁଷ୍ଠିତ...

ନକଲି ଟିପିରେ ବଢୁଛି ବାଲି ଲୁଟ୍‌

ଯାଜପୁର ଅଫିସ/ପାଣିକୋଇଲି (ଡି.ଏନ.ଏ.), ୨୫ା୧୦: ନଦୀନାଳ ଭରା ଯାଜପୁର ଜିଲାରେ ବେଆଇନ ବାଲି ଉତ୍ତୋଳନ ଚାଲିଥିଲେ ହେଁ ରାଜସ୍ବ ବିଭାଗର ନଜର ନ ପଡ଼ିବା ଦୁର୍ଭାଗ୍ୟର...

ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ଚିନ୍ତା: ଅସ୍ତରଙ୍ଗ ଦେବୀମୁହାଁଣରୁ କେଳୁଣୀ ମୁହାଁଣ ପର୍ଯ୍ୟନ୍ତ ମାଛଧରା ବନ୍ଦ

କାକଟପୁର,୧।୧୧(ଡି.ଏନ୍‌.ଏ.): ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ଶୁକ୍ରବାରଠାରୁ ଅସ୍ତରଙ୍ଗ ଦେବୀମୁହାଁଣଠାରୁ କେଳୁଣୀ ମୁହାଁଣ ପର୍ଯ୍ୟନ୍ତ ମାଛ ଧରା ଉପରେ ସରକାର କଟକଣା ଜାରି...

ମା’ ସମଲେଇଙ୍କ ପୀଠରେ ଧାର୍ଯ୍ୟ ହେଲା ନୂଆଖାଇ ଲଗ୍ନ

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପୀଠରେ ଶନିବାର ଅପରାହ୍ନ ୪ଟାରେ ଚଳିତ ବର୍ଷର ନୂଆଖାଇ ଲଗ୍ନ ଧାର୍ଯ୍ୟ କରାଯାଇଛି। ପୂର୍ବ ଘୋଷଣା...

‘କରୋନାର ନୂଆ ଷ୍ଟ୍ରେନ୍‌, ଦ୍ୱିତୀୟ ଲହର ନୁହେଁ’

ଭୁବନେଶ୍ୱର,୨୫।୧୨(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମିଛି। ଗତ ୨୪ ଘଣ୍ଟାରେ ମାତ୍ର ୨୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା ୩,୨୭,୫୪୨ରେ ପହଞ୍ଚତ୍ଛି। ନୂଆ ଆକ୍ରାନ୍ତଙ୍କ...

ପଞ୍ଜାବରୁ କଟକ ଆସୁଥିଲା ସୁନା

କଟକ ଅଫିସ,୧୬ା୭: ପଞ୍ଜାବରୁ ଓଡ଼ିଶାକୁ ଆସୁଥିଲା ପୁଳା ପୁଳା ସୁନା। ପରେ କଟକର ବିଭିନ୍ନ ଦୋକାନରେ ବିକ୍ରି ହେଉଥିଲା। ଏଥିପାଇଁ ଦୋକାନୀଙ୍କୁ ଜିଏସ୍‌ଟି ଦେବାକୁ ପଡୁ...

ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି ବୈଠକ: ‘ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚୁ’

ଜଗତ୍‌ସିଂହପୁର ଅଫିସ୍‌,୬ା୨: ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ଯୋଜନାଗୁଡିକ ଲୋକଙ୍କ ନିକଟରେ ପହଞ୍ଚିବା ଦରକାର। ଏଥିରୁ ଯେପରି କେହି ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ...

କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାବିରେ ଏନ୍‌ଏଚ୍‌ଆର୍‌ସିରେ ଏତଲା

କଟକ ଅଫିସ, ୭ା୩: ଶହୀଦନଗର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ହାବିଲଦାରଙ୍କୁ ପୋଲିସ ଗିରଫ କରିଥିଲା। ହାବିଲଦାର ଜଣକ ପୀଡିତାଙ୍କ ପିଉସା। ଏହି...

Advertisement
Archives

Model This Week