ରାଜଗାଙ୍ଗପୁରରେ ନିର୍ମାଣ ହେବ ରେଳ ଓଭରବ୍ରିଜ୍‌: ଲୋକଙ୍କଠାରୁ ସିଧାସଳଖ ଜମି କିଣିବେ ସରକାର

ଭୁବନେଶ୍ୱର,୧୭ା୮(ଅସମାପିକା ସାହୁ): ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁରଠାରେ ଏକ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ ଲୋକଙ୍କଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୧୧, ୧୨ରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ଼ ଜିଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମୀକ୍ଷା କରିବା ସହିତ ଲୋକଙ୍କ ଅଭିଯୋଗ ମଧ୍ୟ ଶୁଣିଥିଲେ। ଏହି ଗସ୍ତ ସମୟରେ ଜିଲାର ରାଜଗାଙ୍ଗପୁରଠାରେ ଏକ ରେଳ ଓଭରବ୍ରିଜ୍‌ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ସମସ୍ୟା ସମ୍ପର୍କରେ ସେ ଅବଗତ ହୋଇଥିଲେ।

ଏ ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଆର୍‌ଓବି ପାଇଁ ଆବଶ୍ୟକ ଜମିକୁ ସିଧାସଳଖ ରାଜ୍ୟ ସରକାର କିଣିନେଇ ନିର୍ମାଣ କାମକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ। ଏହି ରେଳ ଓଭରବ୍ରିଜ୍‌ଟି ସୁନ୍ଦରଗଡ଼ ଜିଲାର ସୋନାଖାନ ଓ କାଂଶବାହାଲ ଷ୍ଟେଶନ ମଧ୍ୟରେ ରାଜଗାଙ୍ଗପୁର ମୌଜାରେ ନିର୍ମାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri