ନୂଆଦିଲ୍ଲୀ,୨୨ା୮: ସରକାରୀ ବାବୁମାନଙ୍କୁ କୋର୍ଟ ସମନ ଜାରି ଲାଗି ସୁପ୍ରିମକୋର୍ଟ ଗାଇଡ୍ଲାଇନ ଜାରି କରିବେ। ଅଦାଲତଗୁଡ଼ିକ ସମନ କଲାବେଳେ ଉକ୍ତ ଗାଇଡ୍ଲାଇନକୁ ଅନୁସରଣ କରିବାକୁ ହେବ। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ ଜେ.ବି. ପର୍ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କ ଖଣ୍ଡପୀଠ କହିଛନ୍ତି, ଚୂଡ଼ାନ୍ତ ରାୟ ଏବଂ ବିଚାରାଧୀନ ମାମଲାର ଅନ୍ତରୀଣ ନିର୍ଦ୍ଦେଶନାମା କାର୍ଯ୍ୟକାରୀ ହୋଇ ନ ଥିଲେ ଅଦାଲତ ଅବମାନନାର ବିଚାର ପାଇଁ ଭିନ୍ନ ପଦ୍ଧତି ରହିବା ଆବଶ୍ୟକ। ଅଦାଲତ ଅବମାନନା ମାମଲାରେ ସରକାରୀ ଅଧିକାରୀଙ୍କ ଉପସ୍ଥିତ ଜରୁରୀ ହୋଇପାରେ।
ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…
ମୁମ୍ବାଇ,୨୯।୯: ବଲିଉଡ୍ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…
ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…
ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…
ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ
ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…
ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’
ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…
ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….
ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…
ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ
ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…
କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା
ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…
ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍ କଲେ ଯୁବକ
ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

