ସେବିକା ସାଗରିକାଙ୍କ ଘରେ ରାଜ୍ୟପାଳ

ରସୁଲପୁର,୧୨ା୭(ଡି.ଏନ୍‌.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ମୁଗୁପାଳ ପଞ୍ଚାୟତ ଖଇରାବାଦ ଗ୍ରାମରେ ସୋମବାର ସକାଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲା ଓ ତାଙ୍କ ପୁଅ ମନି ସିଙ୍ଗଲ ପହଞ୍ଚତ୍ ଥିଲେ ା ଖଇରାବାଦ ଗ୍ରାମବାସୀ ରାଜ୍ୟପାଳଙ୍କୁ ଭବ୍ୟ ସ୍ବାଗତ କରିଥିଲେ ା ତାଙ୍କ ସେବିତା ସାଗରିକାଙ୍କ ଘରେ ରାଜ୍ୟପାଳ ପଇଡ ପାଣି ପିଇବା ସହ ଜଳଖିଆ ଖାଇଥିଲେ ା ଗାଁ ଲୋକଙ୍କ ଉତ୍ସାହକୁ ଦେଖି ରାଜ୍ୟପାଳ ସେମାନଙ୍କ ସହ ଆତ୍ମୀୟତା ବାଣ୍ଟିଥିଲେ ା
ଆରତୀ ଓଝା ଓ ଗୋପୀନାଥ ବେହେରାଙ୍କ ମଝିଆ ଝିଅ ସାଗରିକା ରାଜ୍ୟପାଳଙ୍କ ମୁଖ୍ୟ ସେବିକା ଭାବେ କାର୍ଯ୍ୟରତ ଅଛନ୍ତି ା ରାଜ୍ୟପାଳଙ୍କ ପରିବାର ଲୋକେ ସାଗରିକାଙ୍କୁ ଖୁବ୍‌ ଭଲ ପାଆନ୍ତି ା ରାଜ୍ୟପାଳ ତାଙ୍କ ପରିବାର ଲୋକଙ୍କୁ ଭେଟିବାକୁ ଇଚ୍ଛା ପ୍ରକାଶ କରିଥିଲେ ା ଏହି କ୍ରମରେ ସୋମବାର ରାଜ୍ୟପାଳ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଭଦ୍ରକ ଯାଉଥିଲେ ା ଏହି ଅବସରରେ ସେ ସାଗରିକାଙ୍କ ଘରକୁ ଆସି ତାଙ୍କ ପରିବାର ସଦସ୍ୟଙ୍କ ସହ ଭେଟି ଥିଲେ ା ପ୍ରାୟ ୩୦ ମିନିଟ୍‌ ରହଣି ଅବସରରେ ରାଜ୍ୟପାଳ ପରିବାର ଲୋକଙ୍କ ସହ କଥାବାର୍ତ୍ତା କରିବା ସହ ଫଟୋ ଉଠାଇଥିଲେ ା ରାଜ୍ୟପାଳ ସାଗରିକାଙ୍କ ଘରକୁ ଆସୁଥିବା ଜଣାପଡିବା ପରେ ଯାଜପୁର ଜିଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଏନ.ସି. ବାରିକ, ଉପ-ଜିଲାପାଳ ଶରତ ମହାପାତ୍ର, ଏସ୍‌ଡିପିଓ ଚିନ୍ମୟ କୁମାର ନାୟକ, ରସୁଲପୁର ତହସିଲଦାର ନିରଞ୍ଜନ ସାହୁ, କୁଆଖିଆ ଥାନା ଅଧିକାରୀ ଶିବ ଚରଣ ବେହେରା, ଏସ.ଆଇ. ଦୁଷ୍ମନ୍ତ ଦାସ, ଅନିତା ପ୍ରଧାନ, ସରପଞ୍ଚ ପ୍ରଜ୍ଞା ପରମିତା ମଲିକ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri