ଭୁବନେଶ୍ୱର,୨୦ା୭(ବ୍ୟୁରୋ)-ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ପ୍ରକାଶ କରିଛନ୍ତି। ଓଡିଆ ଅଭିନୟ ଜଗତକୁ ବିଜୟଙ୍କ ଅବଦାନ ଅତୁଳନୀୟ। ଅଭିନୟ ଲାଗି ସେ ସମସ୍ତଙ୍କ ହୃଦୟରେ ସବୁଦିନ ପାଇଁ ମନେ ରହିବେ ବୋଲି ରାଜ୍ୟପାଳ କହିଛନ୍ତି।
ଭୁବନେଶ୍ୱର,୨୦ା୭(ବ୍ୟୁରୋ)-ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ପ୍ରକାଶ କରିଛନ୍ତି। ଓଡିଆ ଅଭିନୟ ଜଗତକୁ ବିଜୟଙ୍କ ଅବଦାନ ଅତୁଳନୀୟ। ଅଭିନୟ ଲାଗି ସେ ସମସ୍ତଙ୍କ ହୃଦୟରେ ସବୁଦିନ ପାଇଁ ମନେ ରହିବେ ବୋଲି ରାଜ୍ୟପାଳ କହିଛନ୍ତି।
ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…
ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…
ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…
ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍ରୋଚ୍ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍ଏସ୍ଏ) ବଳରେ…
ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…
କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…
ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…
ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…