Posted inଜାତୀୟ

୧୦୦ ଲୋକଙ୍କୁ ରାଜଭବନର ସିସିଟିଭି ଫୁଟେଜ୍‌ ଦେଖାଇଲେ ରାଜ୍ୟପାଳ

ନୂଆଦିଲ୍ଲୀ,୯।୫: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ନାଁରେ ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ କରିବା ପରେ ବିବାଦ ଆହୁରି ଗଭୀର ହେବାରେ ଲାଗିଛି। ଏହି ପ୍ରସଙ୍ଗରେ ରାଜନୈତିକ ତିକ୍ତତା ବୃଦ୍ଧି ପାଇଛି। ଏହି ସମୟରେ ବୋଷ ଗୁରୁବାର ମହିଳାଙ୍କୁ ନିର୍ଯାତନା ଅଭିଯୋଗରେ ମେ’୨ର ସିସିଟିଭି ଫୁଟେଜ ପ୍ରାୟ ୧୦୦ ଜଣଙ୍କୁ ଦେଖାଇଥିଲେ।
ରାଜ ଭବନର ତଳ ମହଲାରେ ଥିବା ହଲରେ ମେ ୨ର ଦୁଇଟି ସିସିଟିଭି କ୍ୟାମେରାର ଫୁଟେଜ ଲୋକଙ୍କୁ ଦେଖାଯାଇଥିଲା। କୁହାଯାଉଛି ଯେ, ରାଜ ଭବନର ମୁଖ୍ୟ ଫାଟକରେ ଲଗାଯାଇଥିବା ସିସିଟିଭି କ୍ୟାମେରାର ଫୁଟେଜ ଦେଖାଯାଉଥିଲା ଏବଂ ସ୍କ୍ରିନିଂ ଚାଲିଥିଲା।
ସୂଚନାଯୋଗ୍ୟ ଯେ, ରାଜ ଭବନରେ ଚୁକ୍ତିଭିତ୍ତିକ ନିଯୁକ୍ତ ଜଣେ ମହିଳା କର୍ମଚାରୀ ରାଜ ଭବନରେ ଯୌନ ଉତ୍ପୀଡ଼ନ ଅଭିଯୋଗ କରି କୋଲକାତା ପୋଲିସ ନିକଟରେ ଅଭିଯୋଗ କରିଥିଲେ। ମହିଳାଙ୍କ ଅଭିଯୋଗକୁ ଭିତ୍ତି କରି କୋଲକାତା ପୋଲିସ ଏହି ଘଟଣାର ତଦନ୍ତ ପାଇଁ ଏସ୍‌ଇଟି ଗଠନ କରିଛି। ବୋଷ ବୁଧବାର କହିଥିେ, ସେ କୋଲକାତା ପୋଲିସ ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସିସିଟିଭି କ୍ୟାମେରା ରେକର୍ଡିଂ ଦେଖାଇବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମ ନୁହେଁ, ଶିକ୍ଷା ଚାହୁଁ

ମହାକାଳପଡ଼ା,୨୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ସ୍ଥାନୀୟ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁନ୍ଦର ମୋହନ ସିଂଙ୍କ ତତ୍ତ୍ୱାବଧାନରେ ଶନିବାର…

ଗୃହ ହସ୍ତାନ୍ତରରେ ବିଳମ୍ବ ହେଲେ କ୍ରେତା କ୍ଷତିପୂରଣ ଦାବି କରିପାରିବେ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୬: ଗୃହ କ୍ରେତା ଫ୍ଲାଟ୍‌ର ଦଖଲ ପାଇବା ପରେ ମଧ୍ୟ ହସ୍ତାନ୍ତରରେ ହୋଇଥିବା ବିଳମ୍ବ ପାଇଁ କ୍ଷତିପୂରଣ ଦାବିର ନ୍ୟାୟିକ ସମାଧାନ ଚାହିଁପାରିବେ ବୋଲି ସୁପ୍ରିମକୋର୍ଟ କହିଛନ୍ତି।…

ନିଲମ୍ବିତ ମନୋଜଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ ୧୫ ବିଧାୟକ

ଭୁବନେଶ୍ୱର,୨୮ା୬(ସୁଚିସ୍ମିତା ସାହୁ): ନୂତନ ପାଠ୍ୟପୁସ୍ତକରେ ଅସଂଖ୍ୟ ତ୍ରୁଟି ଘଟଣାରେ ମୁଖ୍ୟମନ୍ତ୍ରୀ ନିଲମ୍ବନ କରିଥିବା ୪ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ରାଜ୍ୟ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା…

ସିୟା-ଚେତନଙ୍କ ପ୍ରେମ କାହାଣୀର କ୍ରିକେଟ ସହ ରହିଛି ବିଶେଷ ସମ୍ପର୍କ, ପ୍ରଥମ ସାକ୍ଷାତର କାହାଣୀ ଆପଣଙ୍କୁ ଆଶ୍ଚର୍ଯ୍ୟ କରିଦେବ

ପୁଣେ,୨୮।୬: କେତନ ଅଗ୍ରୱାଲ ହତ୍ୟା ମାମଲାର ଦୁଇ ମୁଖ୍ୟ ଅଭିଯୁକ୍ତ – ସିୟା ଗୋୟଲ ଏବଂ ଚେତନ ଚୌଧୁରୀଙ୍କ ସମ୍ପର୍କରେ ଏକ ନୂଆ ଦିଗ ସାମ୍ନାକୁ ଆସିଛି।…

India Playing XI: ୨ଟି ପରିବର୍ତ୍ତନ, ତଥାପି ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ଥାନ ନାହିଁ…

ନୂଆଦିଲ୍ଲୀ,୨୮।୬: ବେଲଫାଷ୍ଟର ସିଭିଲ ସର୍ଭିସ କ୍ରିକେଟ କ୍ଲବ ଗ୍ରାଉଣ୍ଡରେ ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ରବିବାର ଅନୁଷ୍ଠିତ ହେବ। ଶ୍ରେୟସ ଆୟର ଏବଂ…

ସାବଧାନ! ୭୩୦ରୁ କମିଲେ ସିବିଲ ସ୍କୋର, ମିଳିବନି ଗାଡ଼ି କି ଘର ପାଇଁ ଋଣ; ଜାଣନ୍ତୁ କ’ଣ ରହିଛି ଗାଇଡଲାଇନ୍‌

ନୂଆଦିଲ୍ଲୀ, ୨୮।୬: ଆଜିକାଲିର ସମୟରେ ଲୋନ୍‌ (ଋଣ) ନେବା ମଧ୍ୟ ଏକ ବେଶ କଷ୍ଟକର ପ୍ରକ୍ରିୟା ପାଲଟିବାରେ ଲାଗିଛି। ଆସନ୍ତା ବର୍ଷଗୁଡ଼ିକରେ ଘର କିଣିବା, ନୂଆ କାର୍‌…

ବର୍ଷା-ପବନ ହେଲେ ୫–୬ ଘଣ୍ଟା ବିଦ୍ୟୁତ ବିଭ୍ରାଟ: ହନ୍ତସନ୍ତ ୧୦ ହଜାରରୁ ଅଧିକ ଉପଭୋକ୍ତା

ଅମରପାଲି, ୨୮/୬ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ସୁବଳୟା ବିଦ୍ୟୁତ ସେକ୍ସନ ଅଧୀନରେ ଥିବା ମୁର୍ଷୁଣ୍ଢୀ ଓ ସୁବଳୟା ଗ୍ରିଡ୍‌ର ଦୀର୍ଘ ଫିଡର୍ ଯୋଗୁଁ…

ପୁଣି ବିବାହ ବନ୍ଧନରେ ବାନ୍ଧିହେଲେ ହାର୍ଦ୍ଦିକ ପାଣ୍ଡ୍ୟା? ଭାଇରାଲ ହେଲା ମାହିକା ଶର୍ମାଙ୍କ ସହ ଫଟୋ

ମୁମ୍ବାଇ: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା କ’ଣ ନିଜ ଗର୍ଲଫ୍ରେଣ୍ଡ ମହିକା ଶର୍ମାଙ୍କୁ ବିବାହ କରିଛନ୍ତି? ସୋସିଆଲ ମିଡିଆରେ ଏକ ନୂଆ ଫଟୋ ସାମ୍ନାକୁ ଆସିବା ପରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri