ଅଁଳା ଗଛରୁ ପାଇବେ ଲକ୍ଷ୍ମୀଙ୍କ କୃପା: ପ୍ରସନ୍ନ ହେବେ ମା’

ଅଁଳା ଗଛ ଯେତିକି ପବିତ୍ର ସେତିକି ମଧ୍ୟ ଗୁଣକାରୀ। ଏହାର ଆଧ୍ୟାତ୍ମିକ ମହତ୍ତ୍ୱ ବି ଅତ୍ୟନ୍ତ ଉଚ୍ଚକୋଟୀର। କାରଣ ଏହି ଗଛରେ ସ୍ବୟଂ ଲକ୍ଷ୍ମୀନାରାୟଣ ବାସ କରିଥାନ୍ତି ବୋଲି ବିଶ୍ୱାସ କରାଯାଏ। ପ୍ରତିଦିନ ସ୍ନାନ ସାରି ଅଁଳା ଗଛ ମୂଳରେ ଜଳ ଅର୍ପଣ କଲେ ପ୍ରଭୁ କୃପା ଲାଭ ହେବା ସହ ମା’ ଲକ୍ଷ୍ମୀ ପ୍ରସନ୍ନ ହୋଇଥାନ୍ତି ବୋଲି ଲୋକବିଶ୍ୱାସ ରହିଛି। ଅନ୍ୟପକ୍ଷେ ଅଁଳାର ଔଷଧୀୟ ଗୁଣ ବି ଢେର୍‌ ରହିଛି। ନିୟମିତ ଅଁଳା ଖାଇଲେ ଦୃଷ୍ଟିଶକ୍ତି ପ୍ରଖର ହୁଏ। ଏହା ପାଚନ କ୍ରିୟାକୁ ସକ୍ରିୟ କରିବା ଏବଂ ସ୍ମରଣଶକ୍ତିକୁ ତ୍ୱରାନିତ କରିବାରେ ବି ସାହାଯ୍ୟ କରିଥାଏ। ସେହିପରି ଅଁଳାର ବାସ୍ତୁ ଭୂମିକା ବି ଅନେକ ରହିଛି। କୁହାଯାଏ, ଘରର ଉତ୍ତର ଦିଗରେ ଅଁଳା ଗଛ ଲଗାଇ ତାହାକୁ ପୂଜାକଲେ ସ୍ମୃତିଶକ୍ତି ପ୍ରଖର ହେବା ସହ ସନ୍ତାନମାନଙ୍କର ମଙ୍ଗଳ ହୋଇଥାଏ। ଏପରିକି ଘର ମଧ୍ୟକୁ କୌଣସି ନକରାତ୍ମକ ଶକ୍ତି ପ୍ରବେଶ କରିପାରେ ନାହିଁ। ତା’ଛଡ଼ା ଘରର ଉତ୍ତର ଦିଗରେ ଯଦି କୌଣସି ବାସ୍ତୁଦୋଷ ରହିଥାଏ, ତା’ହେଲେ ଏହି ଦିଗରେ ଅଁଳା ଗଛ ଲଗାଇଲେ ତାହା ଆପେ ଆପେ ଠିକ୍‌ ହୋଇଯାଏ। କିନ୍ତୁ ଏହି ଗଛକୁ ଘରର ଖୁବ୍‌ ନିକଟରେ ନ ଲଗାଇ ଘରଠୁ ଟିକେ ଛାଡିକି ଲଗାଇବା ଉତ୍ତମ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?