ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମଣ୍ଡିରେ ଧାନ କିଣା ନେଇ ମନ୍ତ୍ରୀ ସ୍ବତନ୍ତ୍ର ଧ୍ୟାନ ଦିଅନ୍ତୁ। ଟୋକାନ ପାଇଁ ସମ୍ବଲପୁର ବନ୍ଦ ହେବା ଦଶନ୍ଧିରେ ପ୍ରଥମ। ବିଜେଡି ବିଧାନସଭାରୁ ରାଜରାସ୍ତା ପର୍ଯ୍ୟନ୍ତ ଲଢ଼େଇ କରିବ ବୋଲି ସଞ୍ଜୟ କହିଛନ୍ତି।

Dharitri – Odisha’s No.1 Odia Daily

Share