ବର୍ଷାପାଣିରେ ଭାସୁଛି ବର୍ଷକର ଦାନା

ଗଞ୍ଜାମ,୬ା୧୨(ଡି.ଏନ୍‌.ଏ.): ବାତ୍ୟା ପ୍ରଭାବରେ ତିନିଦିନ ଲଗାଣ ବର୍ଷାରେ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳର ଚାଷଜମି ଜଳମଗ୍ନ ହୋଇଯାଇଛି। ପାଚିଲା ଧାନ ଏବେ ବର୍ଷା ପାଣିରେ ଭାସୁଥିବା ଦେଖିବାକୁ ମିଳିଛି। ବିଶେଷ କରି କାଇଁଚପୁର ପଞ୍ଚାୟତ ମଳିଜଗନ୍ନାଥପୁର ଗ୍ରାମର ଚାଷଜମି ଏହି ବାତ୍ୟାରେ ପ୍ରଭାବିତ ହୋଇ ହୋଇଛି। ଏକର ଏକର ଜମିର ପାଚିଲା ଧାନ ପଚି ନଷ୍ଟ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଋଣ ଆଣି ଚାଷ କରିଥିବା ଚାଷୀ କିପରି ଋଣ ଶୁଝିବେ ସେନେଇ ଚିନ୍ତାରେ ପଡ଼ିଛନ୍ତି l ଏଣୁ ପ୍ରଶାସନ ତଦନ୍ତ କରି କ୍ଷତି ହୋଇଥିବା ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବର୍ଷାଙ୍କ ବିରୋଧରେ ଇଡିରେ ଫେରାଦ ହେଲେ ଅନୁଭବ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ଅନୁଭବ ମହାନ୍ତିଙ୍କ ମଧ୍ୟରେ ପାରିବାରିକ କଳହ ଥମିବାର ନାଁ ଧରୁନି। ବର୍ଷାଙ୍କ ବିରୋଧରେ ଅନୁଭବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ...

ପ୍ରାର୍ଥୀଙ୍କଠାରୁ ଛଡ଼ାଇନେଲେ ନାମାଙ୍କନପତ୍ର

ଯୋଡ଼ା,୨୪।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକରେ ପଞ୍ଚାୟତ ରାଜନୀତିରେ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ଆଶାୟୀ ସରପଞ୍ଚ ପ୍ରାର୍ଥୀ ଗୌରୀ ନାଏକଙ୍କ ଠାରୁ ଅନ୍ୟ ଏକ ଗୋଷ୍ଠୀ...

ଟ୍ରେଡ୍‌ ଲାଇସେନ୍ସ ବିନା ସାମଗ୍ରୀ ପାଇଁ ଆସିପାରିବେନି ବ୍ୟବସାୟୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଏଣିକି ଟ୍ରେଡ୍‌ ଲାଇସେନ୍ସ ନ ଥିଲେ ବ୍ୟବସାୟୀ ନିଜ ଅଞ୍ଚଳରୁ ବାହାରି ପରିବା କିମ୍ବା ଗ୍ରସେରି ସାମଗ୍ରୀ ଆଣିବା ପାଇଁ ଆସିପାରିବେନି। ବିଭିନ୍ନ ସ୍ଥାନରେ...

ରିମାଣ୍ଡରେ ନିଲମ୍ବିତ ଓପିଏଚ୍‌ଡବ୍ଲ୍ୟୁସି ଡେପୁଟି ମ୍ୟାନେଜର

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ୍‌ ଓ୍ବେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି)ର ନିଲମ୍ବିତ...

ପୌର ନିର୍ବାଚନ: ଅଡୁଆରେ ସରକାର

ଭୁବନେଶ୍ୱର,୨୪।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଗୁରୁବାର ସରିଯାଇଛି। ତେବେ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହେଉଥିବା ବେଳେ ରାଜ୍ୟ ସରକାରଙ୍କ ପାଇଁ ଏବେ ଅଡୁଆ...

ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି ଓମିକ୍ରନ। କରୋନାରେ ଆକ୍ରାନ୍ତ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ୩ ଦିନ...

ଅନୁଗୋଳ, ବଅଁରପାଳ ଖେଳାଳିଙ୍କୁ ଉପେକ୍ଷା : ନିର୍ମାଣ ହୋଇନି ମିନି ଷ୍ଟାଡିୟମ

ଅନୁଗୋଳ ଅଫିସ, ୧୧।୭ – କ୍ରୀଡ଼ାର ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ କ୍ରୀଡ଼ା ପ୍ରତିଭା ସୃଷ୍ଟି କରିବା...

ଗଇଲୋ ଘାଟିରେ ଅଟୋ ଓଲଟି ୧୫ ଗୁରୁତର

ଦେବଗଡ଼,୧୪।୪(ଡି. ଏନ୍‌. ଏ.): ଦେବଗଡ଼ ଜିଲା ଗଇଲୋ ଘାଟିରେ ଗୁରୁବାର ଅଟୋ ଓଲଟି ୧୫ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ମହିଳା, ପୁରୁଷଙ୍କ ସମେତ...

Advertisement
Archives

Model This Week