Posted inକଟକ

ଧାନ ଖାଇଲା, ପାଚେରି ଭାଙ୍ଗିଲା

ଚୌଦ୍ୱାର,୨୦ା୧(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ବଡ଼ସାମନ୍ତରାପୁର ପଞ୍ଚାୟତ ସର୍ଦ୍ଦାରଖରିଦା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ହାତୀ ଉପଦ୍ରବ ଦେଖିବାକୁ ମିଳିଥିଲା। ଉକ୍ତ ଗ୍ରାମର ଜଗୁ ରାଉତଙ୍କ ବାରିରେ ଗୋଟିଏ ହାତୀ ପଶିବା ସହ ପିଣ୍ଡାରେ ବସ୍ତାରେ ଭର୍ତ୍ତି ହୋଇଥିବା ଧାନ ଖାଇଥିଲା। ପରେ ପାଚେରି ଭାଙ୍ଗି ଚାଲି ଯାଇଥିଲା। ଗୁରୁବାର ସକାଳେ ଖବରପାଇ ବନ କର୍ମଚାରୀ ଘଟଣା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଏବେ ଧାନ ଅମଳ ସମୟ ହୋଇଥିବାରୁ ଲୋକମାନେ ଧାନକୁ ଖଳା କିମ୍ବା ଘର ବାହାରେ ରଖୁଛନ୍ତି। ଫଳରେ ହାତୀପଲ ଧାନ ଖାଇବା ପାଇଁ ଗ୍ରାମମୁହଁା ହେଉଛନ୍ତି। ତୁରନ୍ତ ବନ ବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ସିଡିଏରେ ଗ୍ୟାସ ପାଇପ ଲାଇନ ଲିକ୍‌: ଆତଙ୍କିତ ହୋଇ ପଡ଼ିଲେ ଲୋକେ

କଟକ, ୧୯।୧(କାର୍ତ୍ତିକ ସାହୁ) : ନିର୍ମାଣ କାମ ପାଇଁ ରାସ୍ତା ଖୋଳା ଯାଉଥିବା ବେଳେ ଗ୍ୟାସ ପାଇପ ଲାଇନ ଫାଟିବାରୁ ଆତଙ୍କିତ ହୋଇ ପଡ଼ିଥିଲେ ସିଡିଏ ସେକ୍ଟର…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri