ବାପା ହେଲେ ‘ଦ ଗ୍ରେଟ୍‌ ଖଲି’

ନୂଆଦିଲ୍ଲୀ,୧୮।୧୧: ଡବ୍ଲ୍ୟୁଡବ୍ଲ୍ୟୁଇ ସୁପରଷ୍ଟାର ଦିଲୀପ ସିଂହ ରାଣା ଓରଫ ‘ଦ ଗ୍ରେଟ୍‌ ଖଲି’ ବାପା ହୋଇଛନ୍ତି। ତାଙ୍କ ଘରକୁ କୁନି ରାଜକୁମାର ଆସିଛନ୍ତି। ସୋସିଆଲ ମିଡିଆରେ ଖଲି ଶେୟାର କରିଥିବା ଏକ ରିଲ୍‌ରେ ପୁଅକୁ କଙ୍ଗାରୁ କେୟାର ଦେଉଥିବା ଦେଖାଯାଇଛି। ଖୁସିଖବର ଶେୟାର କରି ଖଲି କହିଛନ୍ତି ‘ଆଜି ଆପଣମାନଙ୍କ ଆଶୀର୍ବାଦ ଯୋଗୁ ପୁତ୍ର ସନ୍ତାନ ପ୍ରାପ୍ତ ହୋଇଛି’। ତେବେ ଉକ୍ତ ଭିଡିଓ ଏବେ ବେଶ ଭାଇରାଲ ହେଉଛି।

‘ଦ ଗ୍ରେଟ ଖଲି’ଙ୍କ ସ୍ତ୍ରୀଙ୍କ ନାମ ହେଉଛି ହରମିନ୍ଦର କୌର। ସେ ଜଳନ୍ଧର ନୂରମହଲର ବାସିନ୍ଦା। ୨୦୦୨ରେ ଦୁହେଁ ପ୍ରସ୍ତାବିତ ବିବାହ କରିଥିଲେ। ଉଚ୍ଚତାରେ ଅନେକ ତଫାତ ଥିବା ସତ୍ତ୍ୱେ ସେମାନେ ସୁଖୀ ଦାମ୍ପତ୍ୟଜୀବନ ଅତିବାହିତ କରି ଆସୁଛନ୍ତି। ବିବାହର କିଛି ଦିନ ପରେ ଖଲି ରେସଲିଂରେ ପାଦ ରଖିଥିଲେ। ପରେ ସେ ଜଣେ ସଫଳ ରେସ୍‌ଲର ପାଲଟିଥିଲେ। ତେବେ ବିବାହର ୧୨ ବର୍ଷ ପରେ ତାଙ୍କ ଝିଅ ଅଭଲିନ ଜନ୍ମ ନେଇଥିଲେ। ଏବେ ସେ ୮ ବର୍ଷର ହୋଇଗଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ପିଅନ୍ସ ଟ୍ରଫି: ଲାହୋରରେ ଭାରତର ସମସ୍ତ ମ୍ୟାଚ୍ ଆୟୋଜନ କରିବାକୁ ପ୍ରସ୍ତାବ ଦେଲା ପାକିସ୍ତାନ

ଭବାନୀପାଟଣା,୧।୫: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ସମସ୍ତ ମ୍ୟାଚ୍କୁ ଗୋଟିଏ ସ୍ଥାନରେ ଆୟୋଜନ କରିବାକୁ...

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସେଲିବ୍ରେସନ୍‌ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍‌ସନ୍‌

ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ...

ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍‌

ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍‌ରେ ହରାଇଛି। ଏହି...

ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ

କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri