Posted inଜାତୀୟ

ପଦ୍ମ ଧରିଲେ ଦ’ ଗ୍ରେଟ୍‌ ଖଲି

ନୂଆଦିଲ୍ଲୀ,୧୦।୨: ପଦ୍ମ ଧରିଲେ ଖ୍ୟାତନାମା ରେସଲର ତଥା ଡବ୍ଲ୍ୟୁଡବ୍ଲ୍ୟୁଇ ତାରକା ଦିଲ୍ଲୀପ ସିଂହ ରାଣା ଓରଫ ଦ ଗ୍ରେଟ୍‌ ଖଲି। ଭାଜପା ମୁଖ୍ୟାଳୟକୁ ଆସି ଗୁରୁବାର ସେ ଦଳରେ ସାମିଲ ହୋଇଛନ୍ତି।

୪୯ ବର୍ଷୀୟ ଖଲି ପୂର୍ବତନ ବିଶ୍ୱ ହେଭିଓ୍ବେଟ୍‌ ଚାମ୍ପିୟନ୍‌, ଯିଏ ୨୦୨୧ରେ ସମ୍ମାନଜନକ ଡବ୍ଲ୍ୟୁଡବ୍ଲ୍ୟୁଇ ହଲ୍‌ ଅଫ୍‌ ଫେମ୍‌ କ୍ଲାସରେ ଅନ୍ତର୍ଭ୍ୟୁକ୍ତ ହୋଇଥିଲେ। ଉଚ୍ଚତା ୭ ଫୁଟ ୧ ଇଞ୍ଚ ହୋଇଥିବା ଯୋଗୁ ସେ ଡବ୍ଲ୍ୟୁଡବ୍ଲ୍ୟୁଇ ମଞ୍ଚରେ ନିଜର ଦବ୍‌ଦବା ଜାହିର କରିଥିଲେ। ସଫଳ କ୍ୟାରିୟର ଯୋଗୁ ସେ ଅନେକ ହଲିଉଡ୍‌ ଫିଲ୍ମ ସହ ରିଆଲିଟି ଶୋ’ ବିଗ୍‌ବସ୍‌ରେ ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜରଙ୍ଗ ଦଳ କର୍ମୀ ଅପହରଣ ପରେ ଜାଳିଦେଲେ

ଜୟପୁର,୧୮ା୨(ପି.ଟି.): ହରିୟାଣାରେ ଏକ କାର୍‌ରୁ ୨ ମୁସଲମାନଙ୍କ ପୋଡ଼ିଯାଇଥିବା ମୃତଦେହ ମିଳିବା ଘଟଣାରେ ପୋଲିସ ଶୁକ୍ରବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ହରିୟାଣା ନୁହ ଜିଲାର...

ମୃତ୍ୟୁ ପ୍ରମାଣପତ୍ର ନୀତି ଉପରେ କେନ୍ଦ୍ରକୁ ଜବାବ ତଲବ

ନୂଆଦିଲ୍ଲୀ, ୨୫।୫(ଆଇଏଏନ୍‌ଏସ୍‌): କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କଲାବେଳେ ସମାନ ନୀତି ଓ ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନର ଅବଲମ୍ବନ...

ପୁଣି ଜଣେ କରୋନା ରୋଗୀଙ୍କ ମୃତଦେହ ସହ ଅସମ୍ମାନ

ଭୋପାଲ,୭।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ କରୋନା ରୋଗୀଙ୍କ ମୃତଦେହକୁ ଅତି ଦୟନୀୟ ଅବସ୍ଥାରେ ହସ୍ପିଟାଲ କର୍ମଚାରୀ ଅଳିଆ...

ଭାକ୍ସିନ୍‌ ନେଲେ ୨ ବର୍ଷ ମଧ୍ୟରେ ହେବ ମୃତ୍ୟୁ: ଭାଇରାଲ ଟୁଇଟ୍‌ ସତ କି ମିଛ, ପିଆଇବି ଦେଲା ସୂଚନା…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ସୁରକ୍ଷା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...

ଜୁନ ୧ଯାଏ ବଢ଼ିଲା ଲକ୍‌ଡାଉନ

ପାଟନା,୨୪।୫: କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଜାରି ରହିଛି। ଲକ୍‌ଡାଉନ୍‌ ଯୋଗୁ ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି।...

୨୫୦୦ ଦିନର ସଫଳତା ହିସାବ ଦେଲେ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼,୩୦।୮: ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ ସଫଳତାର ରିପୋର୍ଟ କାର୍ଡ ଜାରି ହୋଇଛି। ଖୋଦ୍‌ ମୁଖ୍ୟମନ୍ତ୍ରୀ କ୍ଷମତାକୁ ଆସିବାର ୨୫୦୦ ଦିନର ସଫଳତା ହିସାବ...

ଲିଭ ଇନ ପାର୍ଟନରଙ୍କ ୩୫ ଟୁକୁଡ଼ା କରି ପ୍ରତିଦିନ ରାତିରେ ଫିଙ୍ଗୁ ଥିଲେ ୨ ଖଣ୍ଡ…

ନୂଆଦିଲ୍ଲୀ,୧୪।୧୧ :ଜଣେ ବ୍ୟକ୍ତି ବିବାହର ପ୍ରତିଶ୍ରୁତି ଦେଇ ଏକ କଲ ସେଣ୍ଟରରେ କାମ କରୁଥିବା ଜଣେ ମହିଳା ସହକର୍ମୀଙ୍କୁ ମୁମ୍ବାଇରୁ ଦିଲ୍ଲୀକୁ ଆଣି ଲିଭ ଇନ୍‌ରେ...

ଗାମ୍ବିଆ ଶିଶୁ ମୃତ୍ୟୁ ଘଟଣାରେ ଉଦ୍‌ବେଗ ପ୍ରକାଶ କଲେ ଡବ୍ୟୁଏଚ୍‌ଓ ମୁଖ୍ୟ ବୈଜ୍ଞାନିକ

ପୁଣେ,୨୧।୧୦: ଗାମ୍ବିଆରେ ଶିଶୁ ମୃତ୍ୟୁ ମାମଲାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ୟୁଏଚ୍‌ଓ) ମୁଖ୍ୟ ବୈଜ୍ଞାନିକ ଡା. ସୌମ୍ୟା ସ୍ବାମୀନାଥନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୁଣେରେ...

Advertisement
Archives

Model This Week