ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍‌ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍‌ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି। ଯଦିଓ ବର୍ତ୍ତମାନ ତାଙ୍କୁ ରିଙ୍ଗରେ କୁସ୍ତି ଦେଖାଯାଉ ନାହିଁ, କିନ୍ତୁ ତାଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତାଙ୍କର ଆଉ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ଦୁନିଆର ସବୁଠାରୁ ଛୋଟ ମହିଳାଙ୍କ ସହ ମଜା କରୁଥିବା ଦେଖିବାକୁ ମିଳିଛି।
ନିକଟରେ ଦୁନିଆର ସବୁଠାରୁ ଛୋଟ ମହିଳା ଜ୍ୟୋତି ଆମ୍‌ଗେ ଖଲିଙ୍କୁ ଭେଟିଥିଲେ, ଯାହା ପରେ ଖାଲି ତାଙ୍କୁ ଗୋଟିଏ ହାତରେ ଉଠାଇଥିଲେ। ଏହି ସମୟ ମଧ୍ୟରେ ଜ୍ୟୋତି ମଧ୍ୟ ହସିବା ଏବଂ ଲାଜ ଲାଗୁଥିବା ଦେଖାଯାଏ।
ଭିଡିଓରେ ଦେଖିପାରିବେ ଯେ, ଖଲି କିପରି ଖେଳନା ପରି ଜ୍ୟୋତିଙ୍କୁ ଉଠାଇ ନେଇ ହାତ ବୁଲାଇବାକୁ ଲାଗିଲେ, ଏହି ସମୟରେ ଜ୍ୟୋତି ବହୁତ ହସୁଥିବାର ଦେଖାଯାଇଥିଲା। ଏହି ମଜାଦାର ଭିଡିଓ ଖଲି ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି, ଯାହା ଏପର୍ଯ୍ୟନ୍ତ ୪୭ ମିଲିୟନରୁ ଅଧିକ ଅର୍ଥାତ୍‌ ୪.୭ କୋଟି ଥର ଦେଖାଯାଇଥିବାବେଳେ ୧.୭ ମିଲିୟନ ଅର୍ଥାତ୍‌ ୧୭ ଲକ୍ଷ ଲୋକ ମଧ୍ୟ ଏହି ଭିଡିଓକୁ ପସନ୍ଦ କରିଛନ୍ତି ।
ଖଲିଙ୍କ ଉଚ୍ଚତା ୭ ଫୁଟ ୧ ଇଞ୍ଚ ହୋଇଥିବାବେଳେ ଜ୍ୟୋତିଙ୍କ ଉଚ୍ଚତା ମାତ୍ର ୬୧.୯୫ ସେଣ୍ଟିମିଟର (୨ ଫୁଟ)। ଭାରତର ନାଗପୁରରେ ଜନ୍ମିତ ଜ୍ୟୋତିଙ୍କ ନାମ ଗିନିଜ ୱାଲର୍‌ଡ ରେକର୍ଡରେ ଲିପିବଦ୍ଧ ହୋଇଛି।

 

View this post on Instagram

 

A post shared by The Great Khali (@thegreatkhali)


Enter your email to get our daily news in your inbox.

All Right Reserved By Dharitri.Com

ହୋଇଗଲା ଫାଇନାଲ! ଓଡ଼ିଶାର ଏହି ନେତାଙ୍କୁ ମିଳିପାରେ ଲୋକ ସଭାର ବାଚସ୍ପତି ପଦ

ନୂଆଦିଲ୍ଲୀ,୧୭।୬: ଲୋକ ସଭାରେ ବାଚସ୍ପତି କିଏ ହେବେ, ତା’କୁ ନେଇ ସସପେନ୍ସ ଜାରି ରହିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ସୂଚନାନୁଯାୟୀ,...

ପାଠ୍ୟପୁସ୍ତକରେ ଉଭୟ ଭାରତ ଓ ଇଣ୍ଡିଆ ଶବ୍ଦ ବ୍ୟବହାର କରାଯିବ: ଏନ୍‌ସିଇଆର୍‌ଟି

ନୂଆଦିଲ୍ଲୀ,୧୭।୬: ଜାତୀୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ(ଏନ୍‌ସିଇଆର୍‌ଟି) ପାଠ୍ୟପୁସ୍ତକଗୁଡ଼ିକରେ ଦେଶର ନାଁ ଉଭୟ ଭାରତ ଏବଂ ଇଣ୍ଡିଆ ବ୍ୟବହାର କରାଯିବ। ଏନ୍‌ସିଇଆର୍‌ଟି ଅଧ୍ୟକ୍ଷ ଦୀନେଶ...

ଖାର୍ଗେଙ୍କ ବଡ଼ ଘୋଷଣା: ରାହୁଲ ଗାନ୍ଧୀ ଦେବେ ଇସ୍ତଫା, ୱାୟନାଡରୁ ନିର୍ବାଚନ ଲଢିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଘୋଷଣା କରିଛନ୍ତି ଯେ ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନ ଛାଡିବେ ଏବଂ ରାଏବରେଲିରୁ...

୬ ଜଣଙ୍କ ଉପରେ ଚଢ଼ିଗଲା ଡମ୍ଫର, ୫ ଜଣଙ୍କ ମୃତ୍ୟୁ

ଉଦୟପୁର, ୧୭।୬: ରାଜସ୍ଥାନର ମାଲୱା ଅନ୍ତର୍ଗତ ଚୋରାଗ୍ରାମ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି । ପିଣ୍ଡୱାଡ଼ା ରୋଡ଼ର ଡିଭାଇଡର ଉପରେ ଚାଲି...

ଏୟାରପୋର୍ଟରୁ କଟିଗଲା ବିଜୁଳି, ଗରମରେ ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୭।୬: ଦେଶର ରାଜଧାନୀ ଦିଲ୍ଲୀରେ ବିଜୁଳି ସମସ୍ୟା ଲାଗି ରହିଛି । ଏହାର ପ୍ରଭାବ ବିମାନ ବନ୍ଦରରେ ମଧ୍ୟ ଦେଖିବାକୁ ମିଳିଛି । ଦେଶର...

ପରମାଣୁ ବୋମା ରେସ୍‌ରେ ପାକିସ୍ତାନକୁ ପଛରେ ପକାଇଲା ଭାରତ: ଜାଣନ୍ତୁ କେଉଁ ଦେଶ ପାଖରେ କେତେ ପରମାଣୁ ବୋମା…

ନୂଆଦିଲ୍ଲୀ,୧୭।୬: ପରମାଣୁ ବୋମା ତିଆରି କରିବା ପାଇଁ ସାରା ବିଶ୍ୱରେ ଏକ ରେସ୍‌ ଚାଲିଛି। ଏହି ରେସ୍‌ରେ ଭାରତ ପାକିସ୍ତାନକୁ ପଛରେ ପକାଇ ଦେଇଛି। ସମଗ୍ର...

କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଘଟଣା: ୧୯ ଟ୍ରେନ୍‌ ବାତିଲ୍‌

କୋଲକାତା, ୧୭।୬: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି । ଦୁଇଟି ଟ୍ରେନ୍‌ର ୪ ବଗି ଏବଂ ୫ ୱାଗନ ଲାଇନ୍‌ଚ୍ୟୁତ...

ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍‌

ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri