ରାସ୍ତା କଡ଼ରେ ଜଳିଗଲା ଗ୍ରିଡର ମେଶିନ

ବାଲିଗୁଡା,୨୩।୫:(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା କଞ୍ଜାମେଣ୍ଡି ଛକ ୫୯ ନଂ. ଜାତୀୟ ରାଜପଥ କଡ଼ରେ ଏକ ଗ୍ରିଡର ମେଶିନ୍‌ରେ ନିଆଁ ଲାଗି ଜଳିଯାଇଛି। ମେଶିନ୍‌ଟି ଠିକା ସଂସ୍ଥାରେ ନିୟୋଜିତ ଥିବା ଜଣାପଡ଼ିଛି। ଶର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ଠିକା ସଂସ୍ଥାର ଜଣେ କର୍ମଚାରୀ କହିଛନ୍ତି । ଖବରପାଇ କ.ନୂଆଗାଁ ପୋଲିସ ପହଞ୍ଚିି ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ବେଳକୁ ଗାଡ଼ିଟି ସମ୍ପୂର୍ଣ୍ଣ ଜଳି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଅଳଙ୍କାର ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ

ପାଟଣା,୧୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ କାମେଶ୍ୱରପୁର ଶାସନ ବାଉଁଶଡିହା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ମୁଖାପିନ୍ଧା ୩ ଦୁର୍ବୃତ୍ତ ୨...

ଶ୍ରୀହୀନ ଶିଶୁ ଉଦ୍ୟାନ

ବାଲିଆପାଳ,୧୨।୧୦(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସମ୍ମୁଖରେ ପ୍ରତିଷ୍ଠା ହୋଇଥିବା ଇନ୍ଦିରା ଶିଶୁ ଉଦ୍ୟାନ ଏବେ ସୌନ୍ଦର୍ଯ୍ୟ ହରାଇ ବସିଛି। ପୂର୍ବଭଳି ଆଉ ସେଠାରେ ଗହଳି...

ରେଡକ୍ରସ ରିଲିଫ ପାଣ୍ଠିକୁ ସଞ୍ଚିତ ଅର୍ଥ ଦେଲେ ଛାତ୍ରୀ

ବୌଦ୍ଧ, ୧୪ା୪(ସ୍ବ.ପ୍ର): କରୋନା ମହାମାରୀର ମୁକାବିଲା ପାଇଁ ମଙ୍ଗଳବାର ବୌଦ୍ଧ ଶିଶୁ ବିଦ୍ୟାମନ୍ଦିରର ପଞ୍ଚମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ସ୍ମୃୁତି ଆରାଧନା ବେହେରା ନିଜ ସଞ୍ଚିତ...

ପୁଣି ଧରାପଡ଼ିଲା ନକଲି ଟେଲ୍‌ମା-୪୦

କଟକ ଅଫିସ,୨୩ା୯: ବାରଣ ସତ୍ତ୍ୱେ ନକଲି ମେଡିସିନ କାରବାର ଥମିବାର ନାଁ ଧରୁନି। ଡ୍ରଗ୍ସ କଣ୍ଟ୍ରୋଲର ବିଭାଗ ପକ୍ଷରୁ ଗୁରୁବାର ପୁଣି କଟକର ୩ଟି ଏଜେନ୍ସିରେ...

ଟିକ୍‌ଟକ୍‌, ଚିତ୍ରକଳାରେ କରୋନା ସଚେତନତା: ଯୁକ୍ତ ଦୁଇ ଛାତ୍ରୀ ଅଙ୍କିତାଙ୍କ ନିଆରା ପ୍ରୟାସ

ପୁରୀ ଅଫିସ, ୪ା୫: ମହାମାରୀ କରୋନା ବିରୋଧରେ ଲଢୁଛି ସମଗ୍ର ବିଶ୍ୱ। ଏହି ଲଢେଇ ମଇଦାନରେ କିଏ ଆଗ ଧାଡ଼ିରେ ଛିଡ଼ା ହୋଇଛି ତ ପୁଣି...

ନବରଙ୍ଗପୁରରେ ୭୪ତମ ସାଧାରଣତନ୍ତ୍ର ଦିବସ

ନବରଙ୍ଗପୁର ଅଫିସ,୨୬ା୧(ବି.ପ୍ର.): ନବରଙ୍ଗପୁରଠାରେ ଜିଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥଭାବେ ଯୋଗ...

ପାରିବାରିକ କଳହ: ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଜୀବନ ହାରିଲେ ସ୍ବାମୀ

ଖୋର୍ଦ୍ଧା ଅଫିସ, ୪।୧୦: ଖୋର୍ଦ୍ଧା ଜିଲା ବାଣପୁର ଥାନା ନଇରି ପଞ୍ଚାୟତ ସାନ-ନଇରି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ...

ଗୁଟ୍‌ଖା କାରଖାନାରେ ଚଢ଼ାଉ

ହିଞ୍ଜିିଳିକାଟୁ, ୧୯ା୫(ଡି.ଏନ୍‌.ଏ.)-ହିଞ୍ଜିଳିକାଟୁ ଥାନା ପଲାସୀ ଗ୍ରାମରେ ଏକ ଗୁଟ୍‌ଖା କାରଖାନା ଉପରେ ରବିବାର ମଧ୍ୟରାତ୍ରିରେ ପୋଲିସ ଚଢ଼ାଉ କରିଛି। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱର...

Advertisement
Archives

Model This Week