Posted inଫୁରସତ

ବିବାହ କରିବାକୁ ବୁଲଡୋଜରରେ ପହଞ୍ଚିଲେ ବର

ଲକ୍ଷ୍ନୌ: ନିଜ ନିଜ ବାହାଘରକୁ ପ୍ରତ୍ୟେକ ବ୍ୟକ୍ତି ଅଲଗା ଅଲଗା ଢଙ୍ଗରେ କରିବାକୂ ଚାହାନ୍ତି। ସାଧାରଣତଃ ବର କାର୍‌ କିମ୍ବା ଘୋଡ଼ାରେ ବସି କନିଆଁ ଘରକୁ ବରଯାତ୍ରୀ ନେଇ ଯାଇଥିବାର ତ ସମସ୍ତେ ଦେଖିଥିବେ। ହେଲେ ସେମିତି ଏକ ନିଆରା ବାହାଘର ଦେଖିବାକୁ ମିଳିଛି ଯେଉଁଠି ବର କାର୍‌ କିମ୍ବା ଘୋଡାରେ ନୁହଁ ବରଂ ବୁଲଡୋଜରରେ କନିଆଁ ଘରକୁ ବରଯାତ୍ରୀ ନେଇ ବରଯାତ୍ରୀ ପହଞ୍ଚିଥିଲେ। ଏଭଳି ଏକ ବାହାଘର ଦେଖିବାକୁ ମିଳିଛି ଉତ୍ତର ପ୍ରଦେଶର ଲକ୍ଷଣପୁର ଗ୍ରାମରେ।
ସୂଚନାଯୋଗ୍ୟ, ଶୁଭାସ୍ତି ଅଲା ଗ୍ରାମର ମୋହନଙ୍କ ପୁଅ ବର ବେଶ ବୁଲଡୋଜରରେ ବରଯାତ୍ରୀ ନେଇ ଲକ୍ଷଣପୁର ଗ୍ରାମରେ ସଲିମଙ୍କ ଘରେ ପହଞ୍ଚିଥିଲେ। ଜେସିବି ଚାମ୍ବରରେ କେତେ ଜଣ ଲୋକ ବସିଥିବାବେଳେ ବାକି ଲୋକ ଜେସିବିର ଲୋଡ଼ର ଓ ବକେଟରେ ଲୋକେ ବସିଥିବାର ଦେଖିବାକୁ ମିଳିଥିଲା। ଗୋଟିଏ କି ଦୁଇଟି ନୁହେଁ ବରଂ ୬ଟି ଜେସିବିରେ ବରଯାତ୍ରୀ ପହଞ୍ଚିଥିଲା। ଯାହାକୁ ଦେଖି ଗ୍ରାମବାସୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଗାଡ଼ିରେ ବସି ଆସିଥିବା ଲୋକେ କନିଆଁ ଘରେ ଓହ୍ଲାଇବା ମାତ୍ରେ ‘ଜୟ ହୋ ବୁଲଡୋଜର ବାବା କି’ ବୋଲି ବଡ଼ ପାଟିରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri