Posted inଫୁରସତ

ବରଣମାଳା ପୂର୍ବରୁ କନ୍ୟାଙ୍କ ସହ ଏମିତି କାମ କରିଦେଲେ ବର: ଲୋକେ କହିଲେ, ଆଉ କିଛି ସମୟ ଅପେକ୍ଷା କରିଦେଇଥିଲେ ହୋଇ ନ ଥାନ୍ତା, ଦେଖନ୍ତୁ ଭିଡିଓ

ବିବାହ ଜଣେ ବ୍ୟକ୍ତିଙ୍କ ଜୀବନର ସବୁଠାରୁ ସ୍ମରଣୀୟ ଦିନ। ସେଦିନ ବର ଏବଂ କନ୍ୟା ରାଜା-ରାଣୀ ପରି ସଜେଇ ହୋଇଥାନ୍ତି। ଆଖପାଖରେ ଥିବା ସମସ୍ତଙ୍କ ନଜର ସେମାନଙ୍କ ଉପରେ ଥାଏ। ସୋସିଆଲ ମିଡିଆରେ ବିବାହର ଏକ ଭିଡିଓ ଭାଇରାଲ ହେଉଛି। ଏଥିରେ ଜଣେ ବର ଭୁଲି ଯାଇଛନ୍ତି ଯେ ସମସ୍ତେ ତାଙ୍କୁ ଦେଖୁଛନ୍ତି। ସେ ନିଜ ଭାବି ସ୍ତ୍ରୀଙ୍କ ସହ ମଞ୍ଚରେ ରୋମାନ୍ସ କରିବାକୁ ଚେଷ୍ଟା କରୁଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଭିଡିଓରେ ବର ଓ କନ୍ୟା ବରମାଳା କାର୍ଯ୍ୟକ୍ରମ ସମୟରେ ବିବାହ ମଞ୍ଚରେ ଠିଆ ହୋଇଥିବା ନଜର ଆସିଛନ୍ତି। ଉଭୟଙ୍କ ହାତରେ ଫୁଲମାଳ ଥିବା ଦେଖିବାକୁ ମିଳୁଛି। ଅନେକ ଲୋକ ମଧ୍ୟ ତାଙ୍କ ଚାରିପାଖରେ ଠିଆ ହୋଇଛନ୍ତି। ତା’ପରେ ବର କନ୍ୟାର କାନରେ କିଛି କଥା କହୁଥିବା ନଜର ଆସିଛନ୍ତି। ଏହା ପରେ ବର କନ୍ୟାଙ୍କୁ ଚୁମ୍ବନ ଦେବାକୁ ଚେଷ୍ଟା କରୁଥିବା ଦେଖାଯାଏ। ସେ ଦୁଇଥର ଏପରି କରନ୍ତି ଏବଂ ଶେଷରେ ସେ କନ୍ୟା ଗାଲରେ ଚୁମ୍ବନ ଦିଅନ୍ତି। ଲୋକମାନେ ଏହା ଦେଖି ବହୁତ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ଦମ୍ପତିଙ୍କ ସୁନ୍ଦର ରୋମାନ୍ସର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଭାଇରାଲ ହେଉଥିବା ଏହି ଭିଡିଓ ଇନଷ୍ଟାଗ୍ରାମରେ @ blacklisted_x3 ନାମକ ଏକ ଆକାଉଣ୍ଟରେ ଶେୟାର କରାଯାଇଛି। ଯାହାକୁ ଅନେକ ଲୋକ ଦେଖିଛନ୍ତି। ପ୍ରାୟ ୧୦ ହଜାର ଲାଇକ ମଧ୍ୟ ମିଳିଛି। ଏହି ଭିଡିଓରେ ଲୋକଙ୍କ ଠାରୁ ଅନେକ ପ୍ରତିକ୍ରିୟା ଆସୁଛି। ଜଣେ ୟୁଜର୍ସ ଲେଖିଛନ୍ତି, ଆଉ କିଛି ସମୟ ଅପେକ୍ଷା କରିଦେଇଥିଲେ ହୋଇ ନ ଥାନ୍ତା।

 

View this post on Instagram

 

A post shared by Dheeraj Kaushik (@blacklisted_x3)


Enter your email to get our daily news in your inbox.

All Right Reserved By Dharitri.Com

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?