Posted inଫୁରସତ

ବରଣମାଳା ସମୟରେ ଷ୍ଟେଜ୍‌ ଉପରେ କନ୍ୟାଙ୍କୁ ଅଜବ ଡିମାଣ୍ଡ କଲେ ବର, ଭିଡିଓ ଦେଖି ରାଗିଗଲେ ଲୋକେ, କହିଲେ…

ବର୍ତ୍ତମାନ ଚାରିଆଡ଼େ ବିବାହ ଋତୁ ଚାଲିଛି। ବିବାହ ଉତ୍ସବକୁ ସ୍ମରଣୀୟ କରିବା ପାଇଁ ବରକନ୍ୟା ସ୍ବତନ୍ତ୍ର କିଛି କରିଥାନ୍ତି। ଏବେ ସେମିତି ଜଣେ ବରଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସେ ବରଣମାଳା ପ୍ରଦାନ ସମୟରେ କନ୍ୟାଙ୍କଠାରେ ଅଜବ ଦାବି କରୁଥିବା ଦେଖାଯାଉଛି। ଭିଡିଓ ଦେଖିବା ପରେ ଲୋକମାନେ ରାଗି ଯାଇଥିଲେ। କମେଣ୍ଟରେ ଲୋକେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ଏହି ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ @chaprazila19 ନାମକ ଜଣେ ୟୁଜରଙ୍କ ଦ୍ୱାରା ପୋଷ୍ଟ କରାଯାଇଛି। ଯେଉଁଥିରେ କ୍ୟାପଶନ୍‌ରେ କୁହାଯାଇଛି, ଯେପର୍ଯ୍ୟନ୍ତ ବରର ଡିମାଣ୍ଡ ପୂରଣ ହୋଇ ନ ଥିଲା ସେ ପର୍ଯ୍ୟନ୍ତ ସେ ବରଣମାଳା ପିନ୍ଧିବାକୁ ଦେଇ ନ ଥିଲେ।

ବରକନ୍ୟାଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି। କିଛି ଲୋକ ଏହାକୁ ପସନ୍ଦ କରିଥିବା ବେଳେ ଆଉ କିଛି ଲୋକ ନାପସନ୍ଦ କରିଛନ୍ତି। ଡିସେମ୍ବର ୯ରେ ପୋଷ୍ଟ ହୋଇଥିବା ଏହି ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷରୁ ଅଧିକ ଭ୍ୟୁ ମିଳିସାରିଲାଣି। ଏହା ବ୍ୟତୀତ ବହୁ ସଂଖ୍ୟକ ଲୋକ ଭିଡିଓ ଉପରେ ମଜାଳିଆ ମନ୍ତବ୍ୟ ମଧ୍ୟ ଦେଇଛନ୍ତି, ଯାହା ପଢ଼ିଲେ ହସିହସି ଗଡ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri