ଅଭିବୃଦ୍ଧି ଆକଳନ କମାଇଲା ଫିଚ୍‌

ନୂଆଦିଲ୍ଲୀ, ୮।୭: ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଅଭିବୃଦ୍ଧି ଆକଳନକୁ ଫିଚ୍‌ ରେଟିଂ ପକ୍ଷରୁ ୧୦%କୁ ହ୍ରାସ କରାଯାଇଛି। ଭାରତ ବଜାର ୧୨.୮% ଅଭିବୃଦ୍ଧି କରିବ ବୋଲି ଏହି ଏଜେନ୍ସି ପୂର୍ବରୁ ଆକଳନ କରିଥିଲା। କରୋନା ଦ୍ୱିତୀୟ ଲହର ଯୋଗୁ ଆର୍ଥତ୍କ ସୁଧାର ବାଧାପ୍ରାପ୍ତ ହୋଇଛି। ସାରା ଦେଶରେ ଟିକାକରଣ ବଢ଼ିଲେ ଏହା ଖାଉଟିଙ୍କ ଆତ୍ମବିଶ୍ୱାସ ଏବଂ ଆର୍ଥତ୍କ ସୁଧାର କ୍ଷେତ୍ରରେ ସହାୟତା କରିବ ବୋଲି ଫିଚ୍‌ ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କ୍ୟାଶ ପହଞ୍ଚାଇବେ ବ୍ୟାଙ୍କ

ମୁମ୍ବାଇ,୨୬। ୩: ଏବେ ବାହାରକୁ ଯିବା ଲାଗି କଟକଣା ଲାଗୁ କରାଯାଇଛି। ଲକ୍‌ଡାଉନ ଯୋଗୁ ବାହାରକୁ ବାହାରିବାକୁ ଅସୁବିଧା ହେଉ ଥିବାରୁ ନଗଦ ଲାଗି ସମସ୍ୟା...

କଓ୍ବୋଇସି ଠକେଇ: ସତର୍କ କଲା ଆର୍‌ବିଆଇ

ନୂଆଦିଲ୍ଲୀ,୧୪।୯: ନୋ ୟୋର କଷ୍ଟମର(କଓ୍ବୋଇସି) ଅପ୍‌ଡେଟ୍‌ କରାଇବା ଆଳରେ ଲୋକମାନେ ବ୍ୟାଙ୍କ ଠକେଇର ସାମ୍ନା କରୁଥିବା ଦେଖାଯାଉଛି। ଏହାକୁ ନେଇ ଲୋକଙ୍କୁ ରିଜର୍ଭ ବ୍ୟାଙ୍କ ସତର୍କ...

ଆଦାନୀ ହାତକୁ ଯିବ ଆଉ ୩ ବିମାନବନ୍ଦର

ବେଙ୍ଗାଲୁରୁ: ଜୁଲାଇ ମଧ୍ୟଭାଗ ସୁଦ୍ଧା ଆଦାନୀ ଗ୍ରୁପ୍‌ ହାତକୁ ଦେଶର ଆଉ ୩ ବିମାନବନ୍ଦର ଯିବ। ଏହା ମଧ୍ୟରେ ଜୟପୁର, ଗୁଆହାଟୀ ଏବଂ ଥିରୁଭାନନ୍ତପୁରମ ବିମାନ...

ଦେଶ ମଧ୍ୟରେ ଉଡ଼ାଣ ଲାଗି ବିମାନ ଭଡ଼ା ବୃଦ୍ଧି

ନୂଆଦିଲ୍ଲୀ: ଦେଶ ମଧ୍ୟରେ ଉଡ଼ାଣ ଲାଗି ବିମାନ ଭଡ଼ାରେ ୩୦% ଯାଏ ବୃଦ୍ଧି ହୋଇଛି। ବିଭିନ୍ନ ରୁଟ୍‌ରେ ଯାତ୍ରା ଲାଗି ସରକାର ସର୍ବନିମ୍ନ ଏବଂ ସର୍ବୋଚ୍ଚ...

କ୍ଷୁଦ୍ର,ମଧ୍ୟମ ବାଣିଜ୍ୟକୁ ଫେସ୍‌ବୁକ ଦେବ ୫୦ ଲକ୍ଷ ଟଙ୍କାର ଋଣ

ନୂଆଦିଲ୍ଲୀ,୨୨।୮: ଯଦି କ୍ଷୁଦ୍ର ଏବଂ ମଧ୍ୟମ ବାଣିଜ୍ୟ ଚଳାଉଛନ୍ତି ଏବଂ ଆପଣଙ୍କୁ ପୁଞ୍ଜିର ଆବଶ୍ୟକତା ରହିଛି ତେବେ ଏହା ପାଇବା ଲାଗି ନୂଆ ବିକଳ୍ପ ଆସିଛି। ଗ୍ଲୋବାଲ...

ତେଲ ଦରରୁ ଏବେ ମିଳିବନି ଆଶ୍ୱସ୍ତି

ନୂଆଦିଲ୍ଲୀ: କରୋନା କାଳରେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ଜନିତ ଚିନ୍ତାରେ ରହିଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ତେଲ ଦର ବର୍ତ୍ତମାନ ୧୦୦ ଟଙ୍କା...

କର୍ମଚାରୀଙ୍କୁ ତତ୍କାଳ ଛୁଟି ଦେବ ବ୍ୟାଙ୍କ

ନୂଆଦିଲ୍ଲୀ,୧୧।୭: ବ୍ୟାଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କିଛି ହାତଗଣତି କର୍ମଚାରୀଙ୍କ ଦ୍ବାରା ସବୁବେଳେ ପରିଚାଳିତ ହେଉ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ ଚାହୁନାହିଁ। ଏଭଳି ନିୟମର ପରିବର୍ତ୍ତନ...

ରିଲାଏନ୍ସ ପେଟ୍ରୋ ରିଟେଲରେ ନିବେଶ କରିବ ବିପି

ବ୍ରିଟେନର ମଲ୍ଟିନ୍ୟାଶନାଲ ତୈଳ ଓ ବାଷ୍ପ କମ୍ପାନୀ ବିପି ରିଲାଏନ୍ସର ପେଟ୍ରୋ ରିଟେଳ ନେଟ୍‌ଓ୍ବର୍କର ୪୯ ପ୍ରତିଶତ ଅଂଶଧନ କିଣିବ। ଏଥିଲାଗି ବିପି ୭ ହଜାର...

Advertisement
Archives

Model This Week