Posted inଜାତୀୟ

ମୋଦି ସରନେମ୍‌ ମାମଲାର ଆଜି ଶୁଣାଣି କରିବେ ଗୁଜୁରାଟ ହାଇକୋର୍ଟ

ଗୁଜୁରାଟ,୨୯।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦିଙ୍କ ସରନେମ୍‌ ଉପରେ ଦେଇଥିବା ଟିପ୍ପଣୀ ମାମଲାର ଆବେଦନକୁ ସୁରଟ କୋର୍ଟ ଖାରଜ କରିଦେଇଥିଲେ। ତେବେ ଏହାକୁ ସେ ଚ୍ୟାଲେଞ୍ଜ କରି ଗୁଜୁରାଟ ହାଇକୋର୍ଟରେ ଯାଚିକା ଦାଏର କରିଥିଲେ। କୋର୍ଟ ଶନିବାର ଏହି ମାମଲାରେ ଶୁଣାଣି କରିବେ।

ହାଇକୋର୍ଟର ଜଣେ ବିଚାରପତି ବୁଧବାର ଶୁଣାଣି ପୂର୍ବରୁ ଏହି ମାମଲାରେ ବିଚାର କରିବାକୁ ମନା କରଦେଇଥିଲେ। ରାହୁଲଙ୍କ ଓକିଲ ପିଏସ ଚମ୍ପାନେରୀ ଜଷ୍ଟିସ ଗୀତା ଗୋପୀଙ୍କ ଅଦାଲତରେ ଏହି ମାମଲାର ଜରୁରୀ ଶୁଣାଣି ପାଇଁ ଦାବି ରଖିଥିଲେ। ଆବେଦନର ସଂକ୍ଷିପ୍ତ ଶୁଣାଣି ପରେ ଜଷ୍ଟିସ ଗୀତା କହିଥିଲେ ଯେ, ମୋ ଆଗରେ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?