ଶିଖରଚଣ୍ଡୀ ପାହାଡ଼ ତଳୁ ମିଳିଲା ଯୁବକଙ୍କ ଅଦ୍ଧଦଗ୍ଧ ମୃତଦେହ

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ରାଜଧାନୀସ୍ଥିତ ଇନଫୋସିସ୍‌ ଥାନା ଅନ୍ତର୍ଗତ ଶିଖରଚଣ୍ଡୀ ପାହାଡ଼ ତଳୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ମୃତକ ଜଣକ ନନ୍ଦନକାନନ ଥାନା ବାଲିପଡ଼ା ଗାଁର ଲଲାଟେନ୍ଦୁ ପ୍ରଧାନଙ୍କ ପୁଅ ଅବିନାଶ ପ୍ରଧାନ(୨୨) ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ବୁଧବାର ରାତିରେ କେହି ଦୁର୍ବୃତ୍ତ ଅବିନାଶଙ୍କୁ ନନ୍ଦନକାନନ ଅଞ୍ଚଳରେ ହତ୍ୟା କରିଥିଲେ। ପରେ ଶିଖରଚଣ୍ଡୀ ପାହାଡ଼ ତଳେ ଫିଙ୍ଗି ଦେଇଛନ୍ତି। ଗୁରୁବାର ସକାଳୁ ଅବିନାଶଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଇନ୍‌ଫୋସିସ୍‌ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଅବିନାଶଙ୍କୁ କିଏ କାହିଁକ ହତ୍ୟା କରିଛନ୍ତି ତାହା ଜଣା ପଡ଼ି ନ ଥିବା ବେଳେ ପୋଲିସ ଏନେଇ ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri